ସତ୍ୟନଗରରେ ହେବ ଉତ୍ତମଙ୍କ ଶେଷକୃତ୍ୟ: ଦିଲ୍ଲୀରୁ ଭୁବନେଶ୍ୱର ଆସୁଛି ପାର୍ଥିବ ଶରୀର
ଭୁବନେଶ୍ବର,୨୮।୨: ଆଉ ନାହାନ୍ତି ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ ଲିଭର ସିରୋସିସରେ ପୀଡ଼ିତ ଥିଲେ। ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି...