ଉତ୍ତରାଖଣ୍ଡରେ ବଡ଼ ଦୁର୍ଘଟଣା: ଘାଟୀରୁ ଖସିଲା ବସ୍, ୨୨ ମୃତ ନୂଆଦିଲ୍ଲୀ,୪।୧୧: ଉତ୍ତରାଖଣ୍ଡର ଆଲମୋଡାରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ହୋଇଛି। ଦୁର୍ଘଟଣାରେ ପ୍ରାୟ ୨୨ ଲୋକ ମୃତ୍ୟୁ ବରଣ କରିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିବାର ସମ୍ଭାବନା ରହିଛି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ...