ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର… ଅନେକଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା ଉପୁଜିବା ସହ ରୋଜଗାର ତୁଳନାରେ ଖର୍ଚ୍ଚ ବଢିଯାଉଥିବ, ରୋଗବ୍ୟାଧି ଲାଗି ରହୁଥିବ ଇତ୍ୟାଦି।...