ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର… ଅନେକଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା ଉପୁଜିବା ସହ ରୋଜଗାର ତୁଳନାରେ ଖର୍ଚ୍ଚ ବଢିଯାଉଥିବ, ରୋଗବ୍ୟାଧି ଲାଗି ରହୁଥିବ ଇତ୍ୟାଦି।...
ଘଣ୍ଟାକୁ ନେଇ ବାସ୍ତୁ; ସଠିକ୍ ଦିଗରେ ନ ଲଗାଇଲେ ହେବ ଅଶୁଭ, ଜାଣି ରଖନ୍ତୁ… ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ ଜାଣିବା ପାଇଁ ଆମେ ସାଧାରଣତଃ ଘରେ ଘଣ୍ଟା ଲଗାଇଥାଉ। କିନ୍ତୁ ଏହି ଘଣ୍ଟା...
ଛୋଟ ଛୋଟ କଥାକୁ ନେଇ କଳହ ଉପୁଜୁଛି କି? ସୁଖି ଦାମ୍ପତ୍ୟ ପାଇଁ ବାସ୍ତୁଟିପ୍ସ ଜାଣିରଖନ୍ତୁ… ବେଳେବେଳେ ଛୋଟ ଛୋଟ କଥାକୁ ନେଇ ପତ୍ନୀପତିଙ୍କ ଭିତରେ କଥା କଟାକଟି ହୋଇଥାଏ। ଏହା ସାଧାରଣ ଲାଗିଲେ ବି ଏହା ପଛରେ ମଧ୍ୟ ବାସ୍ତୁଦୋଷର କିଛିଟା ଭୂମିକା ରହିଥିବା ବିଶ୍ୱାସ କରାଯାଏ। ଯେମିତିକି: *ବାସ୍ତୁଶାସ୍ତ୍ର ଅନୁଯାୟୀ, ସୁଖୀ ଦାମ୍ପତ୍ୟ ପାଇଁ...
ଘରେ ପକ୍ଷୀଙ୍କ ଫଟୋ ଲଗାଉଥିଲେ ଜାଣି ନିଅନ୍ତୁ ଏସବୁ କଥା, ବୃଦ୍ଧି ପାଇବ ସୁଖ-ସମୃଦ୍ଧି… ପକ୍ଷୀମାନେ ଦେଖିବାକୁ ଖୁବ୍ ସୁନ୍ଦର ହୋଇଥାନ୍ତି। ସେଥିପାଇଁ ଅନେକେ ଘରର ଶୋଭା ବଢ଼ାଇବାକୁ କାନ୍ଥରେ ବିଭିନ୍ନ ପକ୍ଷୀଙ୍କର ଫଟୋ ତଥା ଛବି ଆଦି ଲଗାଇଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କେତେକ ପକ୍ଷୀ ଅଛନ୍ତି; ଯାହାଙ୍କ ଫଟୋ ହେଉ...
ଘରେ ଆକ୍ୱାରିୟମ୍ ରଖିଛନ୍ତି କି? ଜାଣିନିଅନ୍ତୁ ଏସବୁ ବାସ୍ତୁ ନିୟମ, ନଚେତ… ଆକ୍ୱାରିୟମ୍ରେ ମାଛ ଖୁସିରେ ପହଁରୁଥିବାର ଦେଖିଲେ ଭାରାକ୍ରାନ୍ତ ମନକୁ ଖୁବ୍ ଶାନ୍ତି ମିଳିଥାଏ। କୁହାଯାଏ, ମାଛମାନେ ଯେମିତି ଚଳଚଞ୍ଚଳ, ସେମାନଙ୍କୁ ଘରେ ରଖିଲେ ଘରର ବାତାବରଣ ବି କୁଆଡ଼େ ସେମିତି ହୋଇଯାଏ। ତେବେ ଏଥିପାଇଁ ବାସ୍ତୁଶାସ୍ତ୍ରରେ କ’ଣ ସବୁ ନିୟମ...
ଦଶହରାରେ ଘରେ କେଉଁଠି ରଖିବେ ମା’ ଦୁର୍ଗାଙ୍କ ମୂର୍ତ୍ତି, ଜାଣନ୍ତୁ କ’ଣ ରହିଛି ବାସ୍ତୁ ନିୟମ… ଦଶହରା ସମୟରେ ମା’ ଦୁର୍ଗାଙ୍କର ଖୁବ୍ ସୁନ୍ଦର ସୁନ୍ଦର ମୂର୍ତ୍ତି ବିଭିନ୍ନ ପୂଜାମଣ୍ଡପରେ ଦେଖିବାକୁ ମିଳେ। ହେଲେ ଏମିତି ବି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ଘରେ ମା’ ଦୁର୍ଗାଙ୍କର ମୂର୍ତ୍ତି ରଖି ପୂଜାର୍ଚ୍ଚନା କରିଥାନ୍ତି। ତେବେ ଘରେ ମା’ଙ୍କର...