Advertisement

Vastu tips

ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର…ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର…

ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର…

ଅନେକଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା ଉପୁଜିବା…

6 months ago
ଘଣ୍ଟାକୁ ନେଇ ବାସ୍ତୁ; ସଠିକ୍‌ ଦିଗରେ ନ ଲଗାଇଲେ ହେବ ଅଶୁଭ, ଜାଣି ରଖନ୍ତୁ…ଘଣ୍ଟାକୁ ନେଇ ବାସ୍ତୁ; ସଠିକ୍‌ ଦିଗରେ ନ ଲଗାଇଲେ ହେବ ଅଶୁଭ, ଜାଣି ରଖନ୍ତୁ…

ଘଣ୍ଟାକୁ ନେଇ ବାସ୍ତୁ; ସଠିକ୍‌ ଦିଗରେ ନ ଲଗାଇଲେ ହେବ ଅଶୁଭ, ଜାଣି ରଖନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ ଜାଣିବା…

8 months ago
ଛୋଟ ଛୋଟ କଥାକୁ ନେଇ କଳହ ଉପୁଜୁଛି କି? ସୁଖି ଦାମ୍ପତ୍ୟ ପାଇଁ ବାସ୍ତୁଟିପ୍ସ ଜାଣିରଖନ୍ତୁ…ଛୋଟ ଛୋଟ କଥାକୁ ନେଇ କଳହ ଉପୁଜୁଛି କି? ସୁଖି ଦାମ୍ପତ୍ୟ ପାଇଁ ବାସ୍ତୁଟିପ୍ସ ଜାଣିରଖନ୍ତୁ…

ଛୋଟ ଛୋଟ କଥାକୁ ନେଇ କଳହ ଉପୁଜୁଛି କି? ସୁଖି ଦାମ୍ପତ୍ୟ ପାଇଁ ବାସ୍ତୁଟିପ୍ସ ଜାଣିରଖନ୍ତୁ…

ବେଳେବେଳେ ଛୋଟ ଛୋଟ କଥାକୁ ନେଇ ପତ୍ନୀପତିଙ୍କ ଭିତରେ କଥା କଟାକଟି ହୋଇଥାଏ। ଏହା ସାଧାରଣ ଲାଗିଲେ ବି ଏହା ପଛରେ ମଧ୍ୟ ବାସ୍ତୁଦୋଷର କିଛିଟା ଭୂମିକା…

1 year ago
ଘରେ ପକ୍ଷୀଙ୍କ ଫଟୋ ଲଗାଉଥିଲେ ଜାଣି ନିଅନ୍ତୁ ଏସବୁ କଥା, ବୃଦ୍ଧି ପାଇବ ସୁଖ-ସମୃଦ୍ଧି…ଘରେ ପକ୍ଷୀଙ୍କ ଫଟୋ ଲଗାଉଥିଲେ ଜାଣି ନିଅନ୍ତୁ ଏସବୁ କଥା, ବୃଦ୍ଧି ପାଇବ ସୁଖ-ସମୃଦ୍ଧି…

ଘରେ ପକ୍ଷୀଙ୍କ ଫଟୋ ଲଗାଉଥିଲେ ଜାଣି ନିଅନ୍ତୁ ଏସବୁ କଥା, ବୃଦ୍ଧି ପାଇବ ସୁଖ-ସମୃଦ୍ଧି…

ପକ୍ଷୀମାନେ ଦେଖିବାକୁ ଖୁବ୍‌ ସୁନ୍ଦର ହୋଇଥାନ୍ତି। ସେଥିପାଇଁ ଅନେକେ ଘରର ଶୋଭା ବଢ଼ାଇବାକୁ କାନ୍ଥରେ ବିଭିନ୍ନ ପକ୍ଷୀଙ୍କର ଫଟୋ ତଥା ଛବି ଆଦି ଲଗାଇଥାନ୍ତି। ତେବେ ବାସ୍ତୁଶାସ୍ତ୍ର…

1 year ago
ଘରେ ଆକ୍ୱାରିୟମ୍‌ ରଖିଛନ୍ତି କି? ଜାଣିନିଅନ୍ତୁ ଏସବୁ ବାସ୍ତୁ ନିୟମ, ନଚେତ…ଘରେ ଆକ୍ୱାରିୟମ୍‌ ରଖିଛନ୍ତି କି? ଜାଣିନିଅନ୍ତୁ ଏସବୁ ବାସ୍ତୁ ନିୟମ, ନଚେତ…

ଘରେ ଆକ୍ୱାରିୟମ୍‌ ରଖିଛନ୍ତି କି? ଜାଣିନିଅନ୍ତୁ ଏସବୁ ବାସ୍ତୁ ନିୟମ, ନଚେତ…

ଆକ୍ୱାରିୟମ୍‌ରେ ମାଛ ଖୁସିରେ ପହଁରୁଥିବାର ଦେଖିଲେ ଭାରାକ୍ରାନ୍ତ ମନକୁ ଖୁବ୍‌ ଶାନ୍ତି ମିଳିଥାଏ। କୁହାଯାଏ, ମାଛମାନେ ଯେମିତି ଚଳଚଞ୍ଚଳ, ସେମାନଙ୍କୁ ଘରେ ରଖିଲେ ଘରର ବାତାବରଣ ବି…

1 year ago
ଦଶହରାରେ ଘରେ କେଉଁଠି ରଖିବେ ମା’ ଦୁର୍ଗାଙ୍କ ମୂର୍ତ୍ତି, ଜାଣନ୍ତୁ କ’ଣ ରହିଛି ବାସ୍ତୁ ନିୟମ…ଦଶହରାରେ ଘରେ କେଉଁଠି ରଖିବେ ମା’ ଦୁର୍ଗାଙ୍କ ମୂର୍ତ୍ତି, ଜାଣନ୍ତୁ କ’ଣ ରହିଛି ବାସ୍ତୁ ନିୟମ…

ଦଶହରାରେ ଘରେ କେଉଁଠି ରଖିବେ ମା’ ଦୁର୍ଗାଙ୍କ ମୂର୍ତ୍ତି, ଜାଣନ୍ତୁ କ’ଣ ରହିଛି ବାସ୍ତୁ ନିୟମ…

ଦଶହରା ସମୟରେ ମା’ ଦୁର୍ଗାଙ୍କର ଖୁବ୍‌ ସୁନ୍ଦର ସୁନ୍ଦର ମୂର୍ତ୍ତି ବିଭିନ୍ନ ପୂଜାମଣ୍ଡପରେ ଦେଖିବାକୁ ମିଳେ। ହେଲେ ଏମିତି ବି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ଘରେ…

1 year ago