Jio, Airtel ଏବଂ VI ର ସବୁଠୁ ଶସ୍ତା ପ୍ଳାନ୍; ଯେଉଁଥିରେ ଆକ୍ଟିଭ ରହିବ ସିମ ମୁମ୍ବାଇ,୧୨।୭: ନିକଟରେ ଭାରତର ସମସ୍ତ ଟେଲିକମ କମ୍ପାନୀ ସେମାନଙ୍କର ରିଚାର୍ଜ ପ୍ଳାନ୍ ମୂଲ୍ୟ ବଢ଼ାଇଛନ୍ତି। ଚଳିତ ମାସ ଆରମ୍ଭରେ କମ୍ପାନୀ ଗୁଡ଼ିକ ନୂଆ ମୂଲ୍ୟ ଲାଗୁ କରିଛନ୍ତି। ପ୍ରାୟ ଅଢେଇ ବର୍ଷ ପରେ କମ୍ପାନୀଗୁଡ଼ିକ ରିଚାର୍ଜ ମୂଲ୍ୟ ବୃଦ୍ଧି କରିଛନ୍ତି।...