ଜଣାପଡ଼ିଲା କେଉଁ ଫୋନ ବ୍ୟବହାର କରୁଛନ୍ତି ବିରାଟ କୋହଲି, ଜାଣନ୍ତୁ ଏହାର ମୂଲ୍ୟ
ନୂଆଦିଲ୍ଲୀ,୧୩।୪: ଭାରତୀୟ କ୍ରିକେଟ ଟିମ୍ର ଷ୍ଟାର ଖେଳାଳି ବିରାଟ କୋହଲି କେବଳ ତାଙ୍କର ଚମତ୍କାର ଖେଳ ପାଇଁ ନୁହେଁ ବରଂ ତାଙ୍କର ଜୀବନଶୈଳୀ ଏବଂ ଗ୍ୟାଜେଟ ପାଇଁ ମଧ୍ୟ ଖବରରେ ରହିଛନ୍ତି। ତାଙ୍କ ପ୍ରଶଂସକଙ୍କ ମନରେ ପ୍ରାୟତଃ ଏହି ପ୍ରଶ୍ନ...