Advertisement

Vladimir Putin

ଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ପୁଟିନ୍‌ ପ୍ରସ୍ତୁତଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ପୁଟିନ୍‌ ପ୍ରସ୍ତୁତ

ଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ପୁଟିନ୍‌ ପ୍ରସ୍ତୁତ

ମସ୍କୋ,୧୦ା୧: ଆସନ୍ତା ଫେବୃଆରୀରେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୩ ବର୍ଷ ପୂରିବାକୁ ଯାଉଛି। ଇତିମଧ୍ୟରେ ଆମେରିକା ୟୁକ୍ରେନ୍‌କୁ ଅନେକ ପର୍ଯ୍ୟାୟରେ ମୋଟ ୬୬ ବିଲିୟନ୍‌ ଡଲାରର ସହାୟତା ପ୍ରଦାନ…

2 weeks ago
କ୍ଷମା ମାଗିଲେ ପୁଟିନ: ଅଜରବୈଜାନ ବିମାନ ଦୁର୍ଘଟଣା ପାଇଁ ରୁଷିଆ ଦାୟୀକ୍ଷମା ମାଗିଲେ ପୁଟିନ: ଅଜରବୈଜାନ ବିମାନ ଦୁର୍ଘଟଣା ପାଇଁ ରୁଷିଆ ଦାୟୀ

କ୍ଷମା ମାଗିଲେ ପୁଟିନ: ଅଜରବୈଜାନ ବିମାନ ଦୁର୍ଘଟଣା ପାଇଁ ରୁଷିଆ ଦାୟୀ

ମସ୍କୋ,୨୮।୧୨: କ୍ଷମା ମାଗିଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ରୁଷିଆ ଆକାଶରେ ବିମାନ ଦୁର୍ଘଟଣା ପାଇଁ ସେ ଅଜରବୈଜାନ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିଛନ୍ତି। ଏହାପରେ ବିମାନଟି କୌଣସି…

3 weeks ago
‘ଅଶ୍ଳୀଳ ଭିଡିଓ ଅପେକ୍ଷା ଅଧିକ ଆକର୍ଷଣୀୟ କିଛି ଆବଶ୍ୟକ’: ବିକଳ୍ପ ପାଇଁ ଆହ୍ୱାନ ଦେଲେ ପୁଟିନ‘ଅଶ୍ଳୀଳ ଭିଡିଓ ଅପେକ୍ଷା ଅଧିକ ଆକର୍ଷଣୀୟ କିଛି ଆବଶ୍ୟକ’: ବିକଳ୍ପ ପାଇଁ ଆହ୍ୱାନ ଦେଲେ ପୁଟିନ

‘ଅଶ୍ଳୀଳ ଭିଡିଓ ଅପେକ୍ଷା ଅଧିକ ଆକର୍ଷଣୀୟ କିଛି ଆବଶ୍ୟକ’: ବିକଳ୍ପ ପାଇଁ ଆହ୍ୱାନ ଦେଲେ ପୁଟିନ

ନୂଆଦିଲ୍ଲୀ,୧୯।୧୨: ରୁଷିଆଭି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ପର୍ଣ୍ଣ ସାଇଟଗୁଡିକର ବିକଳ୍ପ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ ଧ୍ୟାନ ଆକର୍ଷଣ କରିବା ପାଇଁ ଅଧିକ…

1 month ago
PM ମୋଦି ମୋର ବନ୍ଧୁ…ପୁଟିନ କହିଲେ ‘ତାଙ୍କ ସହ ଚା’ ପିଇବାକୁ…PM ମୋଦି ମୋର ବନ୍ଧୁ…ପୁଟିନ କହିଲେ ‘ତାଙ୍କ ସହ ଚା’ ପିଇବାକୁ…

PM ମୋଦି ମୋର ବନ୍ଧୁ…ପୁଟିନ କହିଲେ ‘ତାଙ୍କ ସହ ଚା’ ପିଇବାକୁ…

ମସ୍କୋ,୧୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ମୋଦି ତାଙ୍କର ଜଣେ ଭଲ ବନ୍ଧୁ। ବିଶ୍ୱର ରାଜନୈତିକ ନେତାଙ୍କ ମଧ୍ୟରେ…

1 month ago
ବାଂଲାଦେଶକୁ ନେଇ ଚିନ୍ତା ପ୍ରକଟ କଲେ ଜନି ମୋର୍‌, କହିଲେ ଦେଶର ଅସ୍ତିତ୍ୱ ପାଇଁ…ବାଂଲାଦେଶକୁ ନେଇ ଚିନ୍ତା ପ୍ରକଟ କଲେ ଜନି ମୋର୍‌, କହିଲେ ଦେଶର ଅସ୍ତିତ୍ୱ ପାଇଁ…

ବାଂଲାଦେଶକୁ ନେଇ ଚିନ୍ତା ପ୍ରକଟ କଲେ ଜନି ମୋର୍‌, କହିଲେ ଦେଶର ଅସ୍ତିତ୍ୱ ପାଇଁ…

ଓ୍ବାଶିଂଟନ,୨୯ା୧୧: ବାଂଲାଦେଶରେ ଧାର୍ମିକ ସଂଖ୍ୟାଲଘୁଙ୍କ ପ୍ରତି ବଢୁଥିବା ବିପଦକୁ ନେଇ ଆମେରିକାର ପୂର୍ବତନ ଅନ୍ତରାଷ୍ଟ୍ରୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ (USCIRF) ସଦସ୍ୟ ଜନି ମୋର୍‌ ଗଭୀର ଚିନ୍ତା…

2 months ago
ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ

ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ ଖୁବଶୀଘ୍ର…

2 months ago
ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକାଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା

ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ, ୮।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ…

2 months ago
ୟୁକ୍ରେନ୍‌ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ରୁଷିଆୟୁକ୍ରେନ୍‌ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ରୁଷିଆ

ୟୁକ୍ରେନ୍‌ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ରୁଷିଆ

କିଭ୍‌,୨୬ା୮: ପୁଣି ଆକ୍ରମଣାତ୍ମକ ହୋଇଉଠିଛି ରୁଷିଆ। ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏନେଇ ଏକ ବଡ଼ ଦାବି କରିଛନ୍ତି।…

5 months ago
ସାମ୍ନାକୁ ଆସିଲେ ପୁଟିନ୍‌ଙ୍କ ଉତ୍ତରାଧିକାରୀ, ଜାଣନ୍ତୁ କିଏ ?ସାମ୍ନାକୁ ଆସିଲେ ପୁଟିନ୍‌ଙ୍କ ଉତ୍ତରାଧିକାରୀ, ଜାଣନ୍ତୁ କିଏ ?

ସାମ୍ନାକୁ ଆସିଲେ ପୁଟିନ୍‌ଙ୍କ ଉତ୍ତରାଧିକାରୀ, ଜାଣନ୍ତୁ କିଏ ?

ନୂଆଦିଲ୍ଲୀ, ୧୦ା୬: ସାରା ବିଶ଼୍ବରେ ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚର୍ଚ୍ଚାର ବିଷୟ ପାଲଟିଥାନ୍ତି। ପୁଟିନ୍‌ଙ୍କ ପରେ କିଏ ତାଙ୍କର ଉତ୍ତରାଧିକାରୀ ହେବ ସେ ନେଇ ଆଲୋଚନା…

8 months ago
ଗଭୀର ହେଉଛି ଋଷ-ଚାଇନା ସମ୍ପର୍କ, ବିଭିନ୍ନ ଚୁକ୍ତିନାମାରେ କଲେ ସ୍ଵାକ୍ଷରଗଭୀର ହେଉଛି ଋଷ-ଚାଇନା ସମ୍ପର୍କ, ବିଭିନ୍ନ ଚୁକ୍ତିନାମାରେ କଲେ ସ୍ଵାକ୍ଷର

ଗଭୀର ହେଉଛି ଋଷ-ଚାଇନା ସମ୍ପର୍କ, ବିଭିନ୍ନ ଚୁକ୍ତିନାମାରେ କଲେ ସ୍ଵାକ୍ଷର

ବେଜିଂ,୧୬ା୫: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉଭୟର ଦେଶର ୭୫ ବର୍ଷ ସମ୍ପର୍କ ପୂର୍ତ୍ତି ଅବସରରେ ବ୍ୟାପକ ରଣନୀତିକ ଭାଗିଦାରୀକୁ…

8 months ago
ତୃତୀୟ ବିଶ୍ୱଯୁଦ୍ଧ ଧମକ ଦେଲେ ଭ୍ଲାଡିମିର ପୁଟିନତୃତୀୟ ବିଶ୍ୱଯୁଦ୍ଧ ଧମକ ଦେଲେ ଭ୍ଲାଡିମିର ପୁଟିନ

ତୃତୀୟ ବିଶ୍ୱଯୁଦ୍ଧ ଧମକ ଦେଲେ ଭ୍ଲାଡିମିର ପୁଟିନ

ମସ୍କୋ,୧୮।୩: ରୁଷିଆ ରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଭ୍ଲାଡିମିର ପୁଟିନ ଏକ ବଡ଼ ବିଜୟ ହାସଲ କରିଛନ୍ତି। ପୁଟିନ ପଞ୍ଚମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ହେବା…

10 months ago
ଏଲନ ମସ୍କଙ୍କ ଚାଞ୍ଚଲ୍ୟକର ମନ୍ତବ୍ୟ: ୟୁକ୍ରେନ ବିପକ୍ଷ ଯୁଦ୍ଧରେ ପଛକୁ ହଟିଲେ ପୁଟିନଙ୍କୁ କରାଯିବ ହତ୍ୟାଏଲନ ମସ୍କଙ୍କ ଚାଞ୍ଚଲ୍ୟକର ମନ୍ତବ୍ୟ: ୟୁକ୍ରେନ ବିପକ୍ଷ ଯୁଦ୍ଧରେ ପଛକୁ ହଟିଲେ ପୁଟିନଙ୍କୁ କରାଯିବ ହତ୍ୟା

ଏଲନ ମସ୍କଙ୍କ ଚାଞ୍ଚଲ୍ୟକର ମନ୍ତବ୍ୟ: ୟୁକ୍ରେନ ବିପକ୍ଷ ଯୁଦ୍ଧରେ ପଛକୁ ହଟିଲେ ପୁଟିନଙ୍କୁ କରାଯିବ ହତ୍ୟା

କାଲିଫର୍ନିଆ,୧୪।୨: ରୁଷିଆ-ୟୁକ୍ରେନ ଯୁଦ୍ଧର ବର୍ତ୍ତମାନ ପ୍ରାୟ ଦୁଇ ବର୍ଷ ବିତିଗଲାଣି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିକଟରେ ହୋଇଥିବା ଏକ ସାକ୍ଷାତକାର ଭାଇରାଲ ହେବାରେ ଲାଗିଛି। ଏଥିରେ…

11 months ago