ଭୋଟ ପରିଚୟପତ୍ର ସଂଶୋଧନ ପାଇଁ ଶିକ୍ଷକ ନେଲେ ହଜାରେ, ‘ଭୁଲ୍’ ପଚାରିବାରୁ ମହିଳାଙ୍କୁ ମାଡ଼ ମହାକାଳପଡ଼ା,୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହିଳାଙ୍କ ଭୋଟ ପରିଚୟପତ୍ର ସଂଶୋଧନ କରିବାକୁ ଜଣେ ଶିକ୍ଷକ ହଜାରେ ଟଙ୍କା ନେଇଥିଲେ। ଏହା ଠିକ୍ ଭାବେ ସଂଶୋଧନ ନ ହେବାରୁ ପଚାରିବାରୁ ତାଙ୍କୁ ଶିକ୍ଷକ ଜଣକ ମାଡ଼ ମାରିଥିବା ଥାନାରେ ଅଭିଯୋଗ ହୋଇଛି। ଏଭଳି...