ଓଭରହେଡ୍ ଟ୍ୟାଙ୍କ ବସିଛି, ହେଲେ ଲୋକଙ୍କୁ ମିଳୁନି ପାଣି
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ପାନୀୟଜଳ ଯୋଗାଣ ପାଇଁ ୧୦ହଜାର ଲିଟର ପାଣି ସଂରକ୍ଷିତ କ୍ଷମତା ସମ୍ପନ୍ନ ଓଭରହେଡ୍ ଟ୍ୟାଙ୍କ ବସିଛି। ପମ୍ପ ହାଉସ୍ ବି ରହିଥିବାବେଳେ ଗ୍ରାମର ବିଭିନ୍ନ ସ୍ଥାନରେ ଷ୍ଟାଣ୍ଡ୍ପୋଷ୍ଟ ମଧ୍ୟ ସ୍ଥାପିତ ହୋଇଥିଲା। କିନ୍ତୁ ପ୍ରାୟ ୧କୋଟି ୧୨ଲକ୍ଷ...