ଆପଣଙ୍କ WhatsAppକୁ ଆସୁଛି କି ଅଜଣା ନମ୍ବରରୁ ବ୍ଲର୍ ଫଟୋ? ଗୋଟିଏ ଭୁଲ୍ ଯୋଗୁ ଖାଲି ହୋଇଯିବ ଆକାଉଣ୍ଟ ନୂଆଦିଲ୍ଲୀ,୧୨।୪: ଆଜିକାଲି ହ୍ବାଟ୍ସଆପରେ ଏକ ନୂତନ ଠକେଇ ସାମ୍ନାକୁ ଆସିଛି। ଯାହାକୁ ବ୍ଲର୍ ଇମେଜ ସ୍କାମ କୁହାଯାଉଛି। ଲୋକଙ୍କୁ ଠକିବା ପାଇଁ ବହୁତ ଚତୁରତାର ସହିତ ଏହି ଠକେଇ ଡିଜାଇନ କରାଯାଇଛି। ଯେଉଁଥିରେ ସାଇବର ଠକମାନେ ଆପଣଙ୍କ ଭାବନା ଏବଂ...