ଆଜି ଓ୍ବାଙ୍ଖ୍ଡ଼େ ଟକ୍କର: ନ୍ୟୁଜିଲାଣ୍ଡ ପ୍ରତି ଭାରତ ସତର୍କ ମୁମ୍ବାଇ,୧୫୧୧(ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ୍ ଏହାର ଅନ୍ତିମ ଚରଣରେ ପହଞ୍ଚିଛି। ବୁଧବାର ପ୍ରଥମ ସେମିଫାଇନାଲରେ ଆୟୋଜକ ଭାରତ ଓ ନ୍ୟୁଜିଲାଣ୍ଡ ପରସ୍ପର ମୁକାବିଲା କରିବେ। ଚମତ୍କାର ପ୍ରଦର୍ଶନ ଜରିଆରେ ଲିଗ୍ ପର୍ଯ୍ୟାୟରେ ସମସ୍ତ ମ୍ୟାଚ୍ ଜିତି ଭାରତ ସେମିଫାଇନାଲରେ ପ୍ରବେଶ...