Tag Archives: y b khurania

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍‌ସିବି ମେଡିକାଲରେ ଭେଟିଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ...

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ। ଏଥିସହ ମୂଳ ଘଟଣାର ତଦନ୍ତ ହେବ ବୋଲି ମଧ୍ୟ ଡିଜିପି କହିଛନ୍ତି। ମେଜରଙ୍କ...

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ...

କାର୍ଯ୍ୟଭାର ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି

ପୁରୀ,୧୭ା୮: ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଶନିବାର ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image