ନୂତନ ଥାନାଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଦିଗପହଣ୍ଡି,୧୧।୧୨ (ଅଶେଷ ନାଥ ମିଶ୍ର):ସାନଖେମୁଣ୍ଡି ବ୍ଲକ ପାଟପୁର ଥାନାଧିକାରୀ ସବ୍ୟସାଚୀ ମଲଙ୍କ ଚମାଖଣ୍ଡି ଥାନାଧିକାରୀ ଭାବେ ବଦଳି ହୋଇଛି। ତାଙ୍କ ସ୍ଥାନରେ ଜିଲା ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଦୀପ୍ତି ରଞ୍ଜନ ବେହେରାଙ୍କୁ ନିଯୁକ୍ତି ମିଳିଛି। ଦୀପ୍ତି ରଞ୍ଜନ ୨୦୨୨-୨୪ ମାର୍ଚ୍ଚ ଯାଏ ଦିଗପହଣ୍ଡି ଥାନାରେ କାର୍ଯ୍ୟକରି ଥିଲେ। ମଙ୍ଗଳବାର ପାଟପୁର ଥାନାଧିକାରୀ ଭାବେ କାର୍ଯ୍ୟ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା...

ଦୈତାରୀ ଥାନା ଅଞ୍ଚଳରେ ମାଓ ଚଳପ୍ରଚଳକୁ ମିଥ୍ୟା ସୂଚନା ଦେଇଥିବା ବନ କର୍ମଚାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠନ

କେନ୍ଦୁଝର,୧୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପକୁ ନେଇ ମିଥ୍ୟା ପ୍ରଚାରକୁ ନେଇ କେନ୍ଦୁଝର ପୋଲିସ ତଦନ୍ତ ଆରମ୍ଭ କରିଛି। ଏନେଇ...

ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପଟ୍ଟାଙ୍ଗି,୧୫ା୪(ଶରତ କୁମାର ଧଳ)-ଭାଲୁ ଆକ୍ରମଣରେ ଗୁରୁତର ହୋଇଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ମିରିଆଲପାଡୁ ଗ୍ରାମର ପାମିଆ ବଲୁଙ୍କୁ ଗ୍ରାମବାସୀ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image