ତାଳଚେର ଓକିଲ ସଂଘ ନିର୍ବାଚନ: ସନ୍ତୋଷ ସଭାପତି, ମାନସ ସମ୍ପାଦକ

ତାଳଚେର,୨୯ା୩(ମନୋଜ ନନ୍ଦ)- ଅନୁଗୋଳ ଜିଲା ତାଳଚେର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ସନ୍ତୋଷ ସାହୁ, ଉପସଭାପତି ଭାବେ ପ୍ରମୋଦ ପ୍ରଧାନ, ସାଧାରଣ ସମ୍ପାଦକ ଭାବେ ମାନସ ବାଇ ନିର୍ବାଚିତ ହୋଇଛନ୍ତି।

ସେହିପରି ଅଡିଟର ଭାବେ ଜଳନ୍ଧର ବେହେରା, ସାଂସ୍କୃତିକ ସମ୍ପାଦକ ଭାବେ ରାଜେନ୍ଦ୍ର ସିଂ, କୋଷାଧ୍ୟକ୍ଷ ଭାବେ ତନୋଜ ପ୍ରଧାନ, ସେମିନାର ସମ୍ପାଦକ ଭାବେ କରୁଣାକର ନାୟକ ପ୍ରମୁଖ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି। ବରିଷ୍ଠ ଆଇନଜୀବୀ ହରେକୃଷ୍ଣ ପାତ୍ର ନିର୍ବାଚନ ଅଧିକାରୀ ଭାବେ ନିର୍ବାଚନ ପରିଚାଳନା କରିଥିଲେ। ମୋଟ ୨୮୫ ସଦସ୍ୟଙ୍କ ମଧ୍ୟରୁ ୨୬୨ ଜଣ ମତଦାନ କରିଥିଲେ।
ଫଟୋ- ତାଳଚେର ଓକିଲ ସଂଘର ନବ ନିର୍ବାଚିତ କର୍ମକର୍ତ୍ତା।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡ ଶୁଭାରମ୍ଭ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର...

ସକାଳୁ ସକାଳୁ ଥରିଲା ପାକିସ୍ତାନ: ଲୋକେ ଭୟଭୀତ

ଇସଲାମାବାଦ୍‌,୨।୪: ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ ମଙ୍ଗଳବାର ସକାଳୁ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା...

କୃଷକ କଲ୍ୟାଣ ଟ୍ରଷ୍ଟ ତରଫରୁ ୨ ଲକ୍ଷ ଟଙ୍କା ଜୀବନ ବୀମା ରାଶି ପ୍ରଦାନ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର): କୃଷକ କଲ୍ୟାଣ ଟ୍ରଷ୍ଟ ଦେବଗଡ଼ ତରଫରୁ ପୂର୍ବନିର୍ଦ୍ଧାରିତ ଅନୁଯାୟୀ ଜିଲାର ସମସ୍ତ ପଞ୍ଜୀକୃତ ଚାଷୀ ମୋଟ ୧୮,୭୭୬ ଜଣଙ୍କ ପାଇଁ ଟ୍ରଷ୍ଟର...

ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ...

ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ...

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ...

ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼

ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ...

ଓଡ଼ିଆ ଭାଷା-ସଂସ୍କୃତି ହେଉଛି ଆମର ସ୍ବତନ୍ତ୍ର ପରିଚୟ

ରାଇକିଆ, ୨।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚ ତରଫରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି । ସଭାପତି ଦୁର୍ଯ୍ୟୋଧନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image