କ୍ରିକେଟ ମ୍ୟାଚ ଦେଖିବା ବେଳେ ଏମିତି କଲେ ବରୁଣ, କମେଣ୍ଟ କରିବାକୁ ବାଧ୍ୟ ହେଲେ ତମନ୍ନା

ମୁମ୍ବାଇ: ବଲିଉଡ ଅଭିନେତା ବରୁଣ ଧୱନ ଇଣ୍ଡଷ୍ଟ୍ରିର ଆଗଧାଡିର ଅଭିନେତାମାନଙ୍କ ମଧ୍ୟରୁ ଜଣେ। ନିଜକୁ ଫିଟ ରଖିବା ପାଇଁ ସେ କଠିନ ପରିଶ୍ରମ କରନ୍ତି। ତେବେ ସନଡେ ହେଉଛି ଅଭିନେତାଙ୍କ ପାଇଁ ବିଶ୍ରାମ ଦିନ। ଏପରି ସମୟରେ ଅଭିନେତା ରବିବାର ଅର୍ଥାତ୍‌ ୫ ନଭେମ୍ବରରେ କୋଲକାତାର ଇଡେନ ଗାଡେନରେ ଅନୁଷ୍ଠିତ ହୋଇଥିବା ଭାରତ ବନାମ ଦକ୍ଷିଣ ଆଫ୍ରିକା କ୍ରିକେଟ ବିଶ୍ୱକପ ୨୦୨୩ ମ୍ୟାଚ ଉପଭୋଗ କରୁଥିଲେ। ଏଭଳି ପରିସ୍ଥିତିରେ ବରୁଣ ଧୱନ ତାଙ୍କ ଖାଦ୍ୟରେ ସାମାନ୍ୟ ପରିବର୍ତ୍ତନ କରିଥିଲେ ଏବଂ ସନ ଡେ ଚିଟ ଭୋଜନକୁ ଉପଭୋଗ କରୁଥିବା ବେଳେ ମ୍ୟାଚ ଦେଖିଥିଲେ। ଏହି ସମୟରେ, ବରୁଣ ତାଙ୍କର ଆବସ ଦେଖାଉଥିବା ଏକ ଫଟୋ ଶେୟାର କରିଥିଲେ।
ତମନ୍ନା ଭାଟିଆ ତାଙ୍କ ଚିଟ ଭୋଜନ ବିଷୟରେ ବରୁଣ ଧୱନଙ୍କ ଉପରେ କମେଣ୍ଟ ଦେଇଛନ୍ତି। ଅଭିନେତା ତାଙ୍କ ଇନଷ୍ଟାଗ୍ରାମରେ କିଛି ଫଟୋ ପୋଷ୍ଟ କରି ତାଙ୍କ ଏବ୍ସ ଦେଖାଉଥିଲେ। ଫଟୋଗୁଡ଼ିକରେ ସେ ବର୍ଗର ଧରିଥିବାର ନଜର ଆସିଥିଲେ। ସେ ଏହି ପୋଷ୍ଟର କ୍ୟାପସନ ଦେଇଛନ୍ତି, ସନ ଡେ ଚିଟ ମିଲ ଏହି ବର୍ଗର ପାଇବା ପାଇଁ ବହୁତ ପରିଶ୍ରମ କରିବାକୁ ପଡିଲା। ମ୍ୟାଚ ଦେଖନ୍ତୁ, ବର୍ଗର ଖାଆନ୍ତୁ। ଧୱନଙ୍କ ପୋଷ୍ଟ ଉପରେ ମନ୍ତବ୍ୟ ଦେଇ ଅଭିନେତ୍ରୀ ତମନ୍ନା ଭାଟିଆ କହିଛନ୍ତି – ଗତକାଲି ମୁଁ ମଧ୍ୟ ବର୍ଗର ସୁଖ ଅନୁଭବ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍‌-ସଲମାନଙ୍କ ବ୍ରେକଅପ୍‌ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା

ବମ୍ବେ: ଦିନ ଥିଲା ବଲିଉଡ୍‌ର ଚର୍ଚ୍ଚିତ ଲଭ୍‌ବାର୍ଡ ଥିଲେ ସଲମାନ ଖାନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଫିଲ୍ମ ‘ହମ୍‌ ଦିଲ୍‌ ଦେ...

ଛାଡପତ୍ର ଗୁଜବ ଭିତରେ ଭୂକମ୍ପ ସୃଷ୍ଟି କଲା ଅଭିଷେକଙ୍କ ପୋଷ୍ଟ! କହିଲେ ଆଇ ୱାଣ୍ଟ ଟୁ ଟକ୍‌…

ମୁମ୍ବାଇ: ବଚ୍ଚନ ପରିବାର କିଛିଦିନ ହେବ ଛାଡପତ୍ର ଗୁଜବ କାରଣକୁ ଚର୍ଚ୍ଚାରେ ରହି ଆସିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ମତାନ୍ତର ଠାରୁ ଆରମ୍ଭ କରି...

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର...

ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍‌ ଖୁବ୍‌ଶୀଘ୍ର...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟ ଭାଇରାଲ ହେଉଛି ନିମ୍ରତ କୌରଙ୍କ କମେଣ୍ଟ: ଜାଣନ୍ତୁ କଲେ କହିଲେ…

ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ପ୍ରେମ ସମ୍ପର୍କର ଗୁଜବ ପାଇଁ ନିମ୍ରତ କୌର ଚର୍ଚ୍ଚାରେ ଅଛନ୍ତି। ନିମ୍ରତଙ୍କ କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଦାମ୍ପତ୍ୟ ଜୀବନରେ...

ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!

ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି...

ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri