ଟାଙ୍କି ଫଟା ସଟ୍‌: ପିଚରେ ହେଲା ବନ୍ୟା, ଆଶ୍ଚର୍ଯ୍ୟ ହୋଇଗଲେ ବ୍ୟାଟ୍ସମ୍ୟାନ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୭।୧: ଏବେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜଣେ ବ୍ୟାଟ୍ସମ୍ୟାନ ଏପରି ସଟ୍‌ ମାରୁଥିବାର ନଜର ଆସିଛନ୍ତି ଯେ ଏଥିରେ ତାଙ୍କ ପଛରେ ରଖାଯାଇଥିବା ପାଣି ଟାଙ୍କି ଫାଟି ଯାଇଛି। ଫଳାଫଳ ହେଉଛି ପିଚରେ ବନ୍ୟା ଆସିଯାଇଛି। ଏହି ସମୟ ମଧ୍ୟରେ ବ୍ୟାଟ୍ସମ୍ୟାନଙ୍କ ପ୍ରତିକ୍ରିୟା ଦେଖିଲା ଭଳି ହୋଇଛି।
ଗୋଟିଏ ଦିନ ପୂର୍ବରୁ ଏହି ଭିଡିଓ ସୋସିଆଲ ମିଡିଆରେ ବହୁଳ ଭାବରେ ଶେୟାର କରାଯାଉଛି । ବର୍ତ୍ତମାନ ଏହି ଭିଡିଓକୁ ପୂର୍ବତନ ଭାରତୀୟ କ୍ରିକେଟର ତଥା ବର୍ତ୍ତମାନର ସମୀକ୍ଷକ ଆକାଶ ଚୋପ୍ରାଙ୍କ ସ୍ବର ଦିଆଯାଇଛି। ସେ ଏହି ଭିଡିଓ ଉପରେ ମନ୍ତବ୍ୟ ଦେଇ ଅଧିକ ଆକର୍ଷଣୀୟ କରିଛନ୍ତି।
ଏହି ଭିଡିଓରେ ଜଣେ ଯୁବ କ୍ରିକେଟର ନେଟ୍‌ରେ ବ୍ୟାଟିଂ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି ସମୟରେ ସେ ଏକ ବଲ ଫ୍ଲିକ କରିବାକୁ ଚେଷ୍ଟା କରନ୍ତି। ଏହା ପଛରେ କୌଣସି ନେଟ୍‌ ନ ଥିବାରୁ ବଲ ସିଧାସଳଖ ପ୍ଲାଷ୍ଟିକ ଟାଙ୍କିକୁ ଆଘାତ କରେ। ବଲର ଦ୍ରୁତ ପ୍ରଭାବ ହେତୁ ଟ୍ୟାଙ୍କି ଫାଟିଗଲା ଏବଂ ହଠାତ୍‌ ପୁରା ପିଚ ପାଣଇରେ ବୁଡି ଯାଇଛି। ଏହା ପରେ ବ୍ୟାଟ୍ସମ୍ୟାନ ବୋଲରଙ୍କ ଆଡକୁ ଅସହାୟ ଭାବରେ ଦେଖୁଥିବାର ନଜର ଆସିଛନ୍ତି।
ଏହି ଭିଡିଓ ଉପରେ ମନ୍ତବ୍ୟ ଦେବାବେଳେ ଆକାଶ ଚୋପ୍ରା କୁହନ୍ତି, ସିଧା ହାତରେ ବ୍ୟାଟ୍ସମ୍ୟାନ ପ୍ରସ୍ତୁତ ଅଛନ୍ତି। ଏହି ଆଭିମୁଖ୍ୟ ମଧ୍ୟ ଭଲ ଦେଖାଯାଉଛି। ପାଦରେ ବଲ ଏବଂ ଏକ ଭଲ ଫ୍ଲିକ। ହେ ବାବା, ଏହା ଏକ ଟ୍ୟାଙ୍କି ଫଟା ସଟ୍‌। ଏହା ଏକ ଆଶ୍ଚର୍ଯ୍ୟଜନକ ସଟ୍‌। ଏହା ବନ୍ୟା ଆଣିଥିବା ସଟ୍‌। ଆକାଶ ଚୋପ୍ରାଙ୍କ ଦ୍ୱାରା ଏହି ଭିଡିଓ ଶେୟାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ହତ୍ୟାକାରୀ, ୩ ସ୍ଥାନରେ ୧୦ ମିନିଟ୍ କରିଥିଲେ ଗୁଳିବର୍ଷା: ସାମ୍ନାକୁ ଆସିଲା ପହଲଗାମ ଆକ୍ରମଣର ଛାତିଥରା ତଥ୍ୟ

ନୂଆଦିଲ୍ଲୀ,୨୪।୪: ମଙ୍ଗଳବାର ଅପରାହ୍ନରେ ବୈସରଣ ମେଦୋରେ ଘଟିଥିବା ପହଲଗାମ ଆତଙ୍କବାଦୀ ଆକ୍ରମଣ, ଯାହା ୨୬ ଜଣଙ୍କ ଜୀବନ ନେଇଛି, ତା’ର ତଦନ୍ତରୁ ଭୟଙ୍କର ଘଟଣାବଳୀ ସାମ୍ନାକୁ...

Jammu Kashmir Encounter: ପହଲଗାମ ଆଟାକ୍‌ ପରେ ବଡ଼ ଏକନାଉଣ୍ଟର, ଶହୀଦ ହେଲେ ଜଣେ ଭାରତୀୟ ଯବାନ

ନୂଆଦିଲ୍ଲୀ,୨୪।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣପରେ, ଗୁରୁବାର ସକାଳେ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଜିଲାର ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ...

ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ନେଲା ଭାରତ, ଏବେ ପାକିସ୍ତାନ ସରକାରଙ୍କ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ ଭାରତ ସରକାର ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏବେ ପାକିସ୍ତାନ ସରକାରଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମର X...

ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଉଚ୍ଛେଦ ହେବ ଜବରଦଖଲ

ପାଟଣା,୨୪/।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ଥିକରଣ ସକାଶେ ଜବରଦଖଲ ଉଚ୍ଛେଦ ପାଇଁ ଘୋଷଣା କରିଛି।...

Pahalgam Terror Attack: ଭିଡିଓ ଜାରି କରି ଥରିଲେ ପହଲଗାମ ଆଟାକ୍‌ର ମାଷ୍ଟରମାଇଣ୍ଡ, ମୋଦିଙ୍କୁ କହିଦେଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଅନେକ କଠୋର ପଦକ୍ଷେପ ନେଇଛି। ଏହାର ପ୍ରଭାବ ଏବେ ଦୃଶ୍ୟମାନ ହେବାରେ ଲାଗିଛି। ଜମ୍ମୁ-କଶ୍ମୀରର...

Jammu And Kashmir Encounter: ବଡ଼ ଆଟାକ୍‌ ପରେ ମୁହାଁମୁହିଁ ହୋଇଗଲେ ସେନା-ଆତଙ୍କବାଦୀ, ଗୁଳିରେ କମ୍ପିଲା…

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ, ସେନା ଏବଂ ପୋଲିସ ଦ୍ୱାରା ନିରନ୍ତର ସର୍ଚ୍ଚ ଅପରେଶନ ଜାରି ରହିଛି। ସେନାର ଅନେକ...

ବିଦ୍ୟୁତ ସଂଯୋଗକୁ ନେଇ ଏଲ ଆଣ୍ଡ ଟି କମ୍ପାନୀକୁ ବିରୋଧ କଲେ ଗ୍ରାମବାସୀ

ପରଜଙ୍ଗ,୨୪।୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଉଠା ଜଳ ସେଚନ ପ୍ରକଳ୍ପ ନିର୍ମାଣ କରୁଥିବା ଏଲ ଆଣ୍ଡ ଟି...

ଆତଙ୍କବାଦୀଙ୍କ ନିସ୍ତାର ନାହିଁ; ସାମିଲ ଥିଲେ ୩ ପାକିସ୍ତାନୀ ଏବଂ ୨ କଶ୍ମୀରୀ

ପହଲଗାମ୍‌,୨୪।୪: ଜମ୍ମୁ କଶ୍ମୀର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image