ଯାନ ଦର ବଢ଼ାଇଲା ଟାଟା ମୋଟର୍ସ

ନୂଆଦିଲ୍ଲୀ: ଟାଟା ମୋଟର୍ସ ପକ୍ଷରୁ ଯାତ୍ରୀବାହୀ ଯାନ ବର୍ଗରେ ଦର ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଇନ୍‌ପୁଟ ଖର୍ଚ୍ଚ ଏବଂ ସେମି କଣ୍ଡକ୍ଟର ମୂଲ୍ୟ ବଢ଼ିବା ଯୋଗୁ କମ୍ପାନୀର ଯାନଗୁଡିକ ପ୍ରାୟ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ମୂଲ୍ୟ ବଢିବ ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ, ଯାନ ଦର ବୃଦ୍ଧି ନେଇ ମାରୁତି ସୁଜୁକି, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ପୂର୍ବରୁ ଘୋଷଣା କରିଛନ୍ତି। ବିଶେଷକରି କଞ୍ଚାମାଲ ମୂଲ୍ୟ ବଢିବା ଯୋଗୁ କମ୍ପାନୀ ବାଧ୍ୟହୋଇ ଯାନ ଦର ବଢ଼ାଉଥିବା କହିଛନ୍ତି। ଦର ବୃଦ୍ଧି ନିଷ୍ପତ୍ତି ସମ୍ପର୍କରେ ଟାଟା ମୋଟର୍ସ ରେଗୁଲେଟୋରି ଫାଇଲିଂରେ ସୂଚନା ଦିଆଯାଇଛି। ଟାଟା ମୋଟର୍ସ ହ୍ୟାଚ୍‌ ବ୍ୟାକ୍‌ ଟିଆଗୋଠାରୁ ଆରମ୍ଭକରି ଏସ୍‌ୟୁଭି ହ୍ୟାରିୟର ରେଞ୍ଜରେ ଯାନ ଉପଲବ୍ଧ କରାଉଛି। କମ୍ପାନୀର ଯାତ୍ରୀବାହୀ ଯାନ ବର୍ଗର ଅଭିବୃଦ୍ଧି ଚଳିତ ଆର୍ଥତ୍କ ବର୍ଷରେ ୩୯% ରହିଥିବା ସୂଚନା ରହିଛି। ଗତ ତ୍ରୈମାସରେ କମ୍ପାନୀର ବିକ୍ରି ଅଭିବୃଦ୍ଧି ୩୩% ରହିଛି। ଉଲ୍ଲେଖଯୋଗ୍ୟ, ମାରୁତି ସୁଜୁକି ଯାନଗୁଡିକର ମୂଲ୍ୟ ପ୍ରାୟ ୩୪ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

Discount On Electricity Bill: ଲକ୍ଷେ ଟଙ୍କା ବିଜୁଳି ବିଲ୍‌ ହେଲେ ବି ମିଳିବ ରିହାତି, ଜାଣନ୍ତୁ କେଉଁମାନଙ୍କୁ ମିଳେ ଏହି ଲାଭ

ନୂଆଦିଲ୍ଲୀ,୧୧।୪: ନିକଟରେ, ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ, କଙ୍ଗନା ରଣାୱତ କହିଥିଲେ ଯେ ମନାଲିରେ ତାଙ୍କ ଘରର ବିଦ୍ୟୁତ ବିଲ ୧ ଲକ୍ଷ...

କ’ଣ ଏହି ବ୍ୟାଙ୍କରେ ଅଛି ଆପଣଙ୍କର ଆକାଉଣ୍ଟ,କାମ କରିବନି UPI ପେମେଣ୍ଟ

ନୂଆଦିଲ୍ଲୀ,୧୧।୪: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ HDFC ଏହାର UPI ସେବା ସମ୍ପର୍କରେ ଏକ ବଡ଼ ଅପଡେଟ ଦେଇଛି। ଏନେଇ ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି।...

୩ ଦିନରେ ମହଙ୍ଗା ହେଲାଣି ସୁନା: ଆଜି ଭାଙ୍ଗିଲା ରେକର୍ଡ, ଦାମ୍‌ ରହିଛି…

ନୂଆଦିଲ୍ଲୀ,୧୧ା୪: ପୁଣି ଚିନ୍ତା ବଢ଼ାଇଛି ସୁନା ଦର। କିଛିଦିନ ଧରି ସୁନାରୁପା ଦର ହୁହୁ ହୋଇ ବଢୁଛି। ଫଳରେ ଚିନ୍ତାରେ ପଡ଼ିଛନ୍ତି ଲୋକେ। ସୁନା ଦର...

ସନସ୍ୟୁର ଏନର୍ଜି ସହ ଜେଏସ୍‌ଏଲ୍‌ ସୁପର ଷ୍ଟିଲ୍‌ର ବୁଝାମଣା

ଭୁବନେଶ୍ୱର,୧୧।୪ (ଅଭୟ ଦାଶ): ଭାରତର ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଉତ୍ପାଦନକାରୀ ଜିନ୍ଦଲ ଷ୍ଟେନ୍‌ଲେସର ଗାଜିଆବାଦସ୍ଥିତ ସହାୟକ କମ୍ପାନୀ ଜେଏସ୍‌ଏଲ୍‌ ସୁପର ଷ୍ଟିଲ୍‌ ଏବଂ ଶକ୍ତି ଉତ୍ପାଦନକାରୀ...

୪୨,୦୦୦ ନବାଗତଙ୍କୁ ନିଯୁକ୍ତି ଦେବ TCS, ଟ୍ରମ୍ପଙ୍କ ଟାରିଫ୍ ଭୟରେ ଅଟକିଲା ବେତନ ବୃଦ୍ଧି

ନୂଆଦିଲ୍ଲୀ,୧୧।୪: ପ୍ରମୁଖ ଆଇଟି କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସେସ୍ (TCS) ଆର୍ଥିକ ବର୍ଷ ୨୦୨୬ରେ ୪୨,୦୦୦ ଫ୍ରେଶର୍(ନବାଗତ) ନିଯୁକ୍ତ କରିବ। ଅନ୍ୟପଟେ ବିଶ୍ୱ ବଜାରରେ ଅନିଶ୍ଚିତତା...

ଜିଓର ଜବରଦସ୍ତ ପ୍ଲାନ୍‌; ମାତ୍ର ଏତିକି ଟଙ୍କାରେ ମିଳିବ ମାଗଣା ଡାଟା, କଲିଂ, ଲାଇଭ୍‌ ଟିଭି ସହ ୧୧ ଓଟିଟି ସୁବିଧା

ନୂଆଦିଲ୍ଲୀ,୧୦।୪: ମୁକେଶ ଅମ୍ବାନୀଙ୍କ ପାଖରେ କେବଳ ମୋବାଇଲ ବ୍ୟବହାରକାରୀଙ୍କ ପାଇଁ ନୁହେଁ ବରଂ ବ୍ରଡବ୍ୟାଣ୍ଡ ବ୍ୟବହାରକାରୀଙ୍କ ପାଇଁ ମଧ୍ୟ ଅନେକ ରିଚାର୍ଜ ପ୍ଲାନ ଅଛି। ଆଜି...

ପୋଷ୍ଟ ଅଫିସର ଜବରଦସ୍ତ ଯୋଜନା, ଅବସର ପରେ ପ୍ରତି ମାସରେ ମିଳିବ ୨୦ ହଜାର ଟଙ୍କା  

ନୂଆଦିଲ୍ଲୀ,୧୦।୪: ଯଦି ଆପଣ ଏପରି ଏକ ଯୋଜନା ଖୋଜୁଛନ୍ତି ଯାହା ଅବସର ପରେ ପ୍ରତି ମାସରେ ଆପଣଙ୍କୁ ଏକ ସ୍ଥିର ଆୟ ଦେବ, ତେବେ ଏହି...

ଖୁବ୍‌ଶୀଘ୍ର ବଜାରକୁ ଆସିବ ଓମ୍‌ଫେଡ୍‌ ଚକୋଲେଟ୍‌, ପାଣି ବୋତଲ

ଭୁବନେଶ୍ୱର,୧୦ା୪(ଅନୁରାଧା ମହାରଣା): ଓଡ଼ିଶା ଷ୍ଟେଟ୍‌ କୋଅପରେଟିଭ୍‌ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେଶନ (ଓମ୍‌ଫେଡ୍‌) ପ୍ରସ୍ତୁତ ଚକୋଲେଟ ଖୁବ୍‌ଶୀଘ୍ର ବଜାର ପ୍ରବେଶ କରିବ। ଏନେଇ ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image