ମତସାବ୍ୟସ୍ତ କଲେ ତଥାଗତ

ଢେଙ୍କାନାଳ ଅଫିସ, ୨୩।୪-ଢେଙ୍କାନାଳ ଜିଲାରେ ଆରମ୍ଭ ହୋଇଛି ମତଦାନ। ଏଠାରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ଅନଷ୍ଠିତ ହେଉଥିବାବେଳେ ସବୁଠି ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୁଞ୍ଜକାନ୍ତସ୍ଥିତ ୧୭୧ନଂ. ବୁଥ୍‌ରେ ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀ ଏବଂ ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ମତଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image