ଶ୍ରୀନଗର,୬।୪: ଜମ୍ମୁ-କଶ୍ମୀରର ରାଜୌରିରେ ଏକ ଅଭାବନୀୟ ଘଟଣା ଘଟିଛି। ନବରାତ୍ର ସମୟରେ ମୁଣ୍ଡରେ ତିଳକ ଲଗାଇ ସ୍କୁଲ ଯାଇଥିବା ଜଣେ ଛାତ୍ରୀଙ୍କୁ ଶିକ୍ଷକ ପିଟିଥିବା ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ରୁଜୁ ହେବାପରେ ଅଭିଯୁକ୍ତ ଶିକ୍ଷକଙ୍କଚ ନିଲମ୍ବିତ କରାଯାଇଛି। ଏହାସହ ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଛି।
ସୂଚନାଯୋଗ୍ୟ, ନବରାତ୍ରୀ ଚାଲିଥିବାରୁ ଜଣେ ହିନ୍ଦୁ ଛାତ୍ରୀ ମଥାରେ ତିଳକ ଲଗାଇ ସ୍କୁଲ ଯାଇଥିଲେ। ଏହା ଦେଖି ଶିକ୍ଷକ ରାଗିଯାଇ ଛାତ୍ରୀ ଜଣଙ୍କୁ ପ୍ରବଳ ପିଟିଥିଲେ। ଏନେଇ ପରିବାର ଲୋକେ ପୋଲିସରେ ଅଭିଯୋଗ କରିଥିଲେ। ଅଭିଯୁକ୍ତ ଶିକ୍ଷକ ଜଣକ ହେଲେ ନାସିର ଅହମ୍ମଦ। ରାଜୌରି ଜିଲାର ଡେପୁଟି କମିଶନର ଅଭିଯୁକ୍ତ ଶିକ୍ଷକ ନାସିରଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ନାସିରଙ୍କ ବିରୋଧରେ ଧାରା ୩୨୩, ୩୨୫, ୩୪୨ ଏବଂ ୫୦୬ ଲାଗିଛି।

ଅଫିସରଙ୍କୁ ଗୋଟିଏ ସ୍ଥାନରେ ଅଧିକ ଦିନ ରଖିବା ଦୁର୍ନୀତି ବଢ଼ାଇଥାଏ: ସଂସଦୀୟ କମିଟି
ବ୍ୟାଙ୍କକ୍,୩୦ା୩: ଅଫିସରମାନଙ୍କୁ ଗୋଟିଏ ସ୍ଥାନରେ ଦୀର୍ଘଦିନ ରଖିବା ଦ୍ୱାରା ଦୁର୍ନୀତି ବଢ଼ିଥାଏ। ସେମାନେ ଯେପରି କୌଣସି ମନ୍ତ୍ରଣାଳୟରେ ନିର୍ଦ୍ଧାରିତ ସମୟସୀମାଠାରୁ ଅଧିକ ଦିନ ନ ରହିବେ,...

୨ ଥର ଭୁଲ୍ କରିଛି, ଆଉ କରିବିନି: ନୀତୀଶ
ପାଟନା,୩୦ା୩: ଅତୀତରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ୨ ଥର ଛାଡ଼ି ଗୋଟିଏ ଭୁଲ୍କୁ ଦୋହରାଇଥିଲି। ଆଗକୁ ଏଭଳି ଭୁଲ୍ ହେବ ନାହିଁ ବୋଲି ରବିବାର...

ହିମାଚଳରେ ଭୂସ୍ଖଳନ: ୬ ମୃତ
ଶିମ୍ଲା,୩୦ା୩: ହିମାଚଳପ୍ରଦେଶର କୁଲ୍ଲୁରେ ରବିବାର ଅପରାହ୍ନ ୫ଟାରେ ଭୂସ୍ଖଳନ ଘଟି ୩ ମହିଳାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ଭୂସ୍ଖଳନରେ କେତେଜଣ ଆହତ ହୋଇଛନ୍ତି।...
ସ୍କୁଲ ଫି ୮୦୦ ଟଙ୍କା ପାଇଁ କିଶୋରୀଙ୍କୁ ପରୀକ୍ଷାରୁ କଲେ ବଞ୍ଚିତ, ଦୁଃଖରେ କରିଦେଲେ ଆତ୍ମହତ୍ୟା
ନୂଆଦିଲ୍ଲୀ,୩୦ା୩: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ଜଣେ ୧୭ ବର୍ଷୀୟା ନାବାଳିକା ସ୍କୁଲ ଫି ୮୦୦ ଟଙ୍କା ପୈଠ କରି ନଥିବାରୁ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ...

ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷରୁ ଅଛି କମ୍ ଟଙ୍କା, ଚେତାବନୀ ଦେଇ ଅର୍ଥ ବିଶେଷଜ୍ଞ କହିଲେ…
ନୂଆଦିଲ୍ଲୀ,୩୦ା୩: ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷ ଟଙ୍କାରୁ କମ୍ ରହିଛି। ଏନେଇ ଅର୍ଥ ବିଶେଷଜ୍ଞ ଚେତାବନୀ ଦେଇଛନ୍ତି ଯେ, ଭାରତର ପରବର୍ତ୍ତୀ ସଙ୍କଟ...

ପ୍ରେମାନନ୍ଦ ମହାରାଜ କଲେ ଭୟଙ୍କର ଭବିଷ୍ୟବାଣୀ, କଳିଯୁଗରେ ହେବ ଏମିତି, ଜାଣିଲେ ଥରି ଉଠିବେ
ନୂଆଦିଲ୍ଲୀ,୩୦।୩: ପ୍ରେମାନନ୍ଦ ମହାରାଜଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ବୃନ୍ଦାବନର ପ୍ରସିଦ୍ଧ ସନ୍ଥଙ୍କୁ ଭେଟିବା ପାଇଁ ଦେଶ ଏବଂ ବିଦେଶରୁ ଲୋକମାନେ ଆସନ୍ତି। ସେହି ସମୟରେ,...

RSS ପ୍ରତିଷ୍ଠାତା ହେଡ୍ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ
ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍ଏସ୍ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ...

ମାଗଣାରେ କେମିତି କରିବେ Ghibli style AI portraits, ଚୁଟକିରେ କରିଦେବ Grok
ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କ ଚାଟଜିପର ଅବସ୍ଥା ଆହୁରି ଖରାପ କରିବାକୁ ଅଣ୍ଟା ଭିଡିଲେଣି। ସମ୍ପ୍ରତି, ମସ୍କ ପ୍ଲାଟଫର୍ମରେ ଲୋକପ୍ରିୟ ଆନିମେସନ ଷ୍ଟୁଡିଓ...