ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩ କେଜି ଓ କଣ୍ଟାବାଞ୍ଜିରୁ ୯୪ କେଜି ଗଞ୍ଜେଇ ଜବତ କରିଛନ୍ତି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

ଗଞ୍ଜେଇ ଚୋରା ଚାଲାଣରେ ମାଷ୍ଟରମାଇଣ୍ଡ କୁହାଯାଉଥିବା ବଙ୍ଗୋମୁଣ୍ଡାର ଜଣେ ଲୁଗା ବ୍ୟବସାୟୀ ଏବଂ ଫୁଲବାଣୀ ଅଞ୍ଚଳର ଜଣେ ଶିକ୍ଷକ ବୋଲି ଜଣାପଡିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ମିଳିଥିବା ସୂଚନା ମୁତାବକ, ଏକ ଲୁଗା ବୋଝେଇ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ପୋଲିସ ଧରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପ୍ଲାନ ଶୁଣି ବିଳିବିଳଉଛି ପାକିସ୍ତାନ, ସେପଟେ ହଜେଇ ଦେଲାଣି ୩୨ଟି ପରମାଣୁ ବୋମା

ଇସଲାମବାଦ,୨୭।୪: ଭାରତ ପାଇଁ ୧୩୦ଟି ପରମାଣୁ ବୋମା ଅଛି। କିଛି ଏମିତି କହି ଧମକ ଦେଇଛନ୍ତି ପାକିସ୍ତାନର ଜଣେ ମନ୍ତ୍ରୀ। ତେବେ ଜାଣି ତାଜୁବ ହେବେ...

ସାମ୍ବାଧାନିକ ନୀତି, ନିୟମ, ଶିକ୍ଷାକୁ ନେଇ ସଚେତନତା

ଭଞ୍ଜନଗର,୨୭ା୪(ବାବୁଲା ପ୍ରଧାନ): ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ଗୃହ ଭେଜିପୁଟଠାରେ କାଳଞ୍ଜି ସମାଜର ସାମ୍ବିଧାନିକ ବୈଠକ ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ...

ପହଲଗାମ ଆକ୍ରମଣକୁ ନେଇ ଭବିଷ୍ୟବାଣୀ କରିଦେଇଥିଲେ ବାବା ଭେଙ୍ଗା, ଏବେ ଭାରତ-ପାକିସ୍ତାନ ଯୁଦ୍ଧ ଉପରେ କହିଲେ ବଡ଼କଥା

Baba Vanga Prediction ପହଲଗାମ ଆକ୍ରମଣ ପରେ ଦେଶ ଏବଂ ବିଶ୍ୱରେ ଆତଙ୍କର ବାତାବରଣ ରହିଛି। ଘାଟିରେ ପାକିସ୍ତାନୀ ଆତଙ୍କବାଦୀମାନେ ଯେଉଁ ମୃତ୍ୟୁର ତାଣ୍ଡବ କରିଛନ୍ତି...

ଗୁଳି ଫୁଟୁ କି ବୋମା ପଡୁ ଭୟ ନାହିଁ, ବଡ଼ ଆକ୍ରମଣକୁ ରୋକିବ ଏହି ମୁଖ୍ୟମନ୍ତ୍ରୀଙ୍କ ବୁଲେଟ୍‌ପ୍ରୁଫ୍‌ ଗାଡ଼ି

ପାଟ୍‌ନା,୨୭ା୪: ଦେଶରେ ଯେଉଁଭଳି ଭାବରେ ଆତଙ୍କବାଦୀଙ୍କ ଆକ୍ରମଣ ଘଟିଚାଲିଛି ଏଥିରୁ ରକ୍ଷା ପାଇବା ପାଇଁ ନେତାମନ୍ତ୍ରୀମାନେ ନିଜର ସୁରକ୍ଷା ଚିନ୍ତା କରୁଛନ୍ତି। ଖାସ୍‌ କରି ଏନେଇ...

UPSC ପରୀକ୍ଷାରେ କେନ୍ଦୁଝରର ପୁଅ ଅନୁପଙ୍କ ସଫଳତା

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ୨୦୨୪ ବର୍ଷର ୟୁପିଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ କେନ୍ଦୁଝର ମାଟିର ପୁଅ ଅନୁପ ନାୟକ ସଫଳ...

ବିଶ୍ୱ ଏକତା, ବିଶ୍ୱାସର ବିକାଶ ପାଇଁ ରାଜଯୋଗ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପ୍ରଜାପତି ବ୍ରହ୍ମକୁମାରୀ ପକ୍ଷରୁ ରବିବାର ବିଶ୍ୱ ଏକତା ଓ ବିଶ୍ୱାସର ବିକାଶ ପାଇଁ ରାଜଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ କି? ଏଭଳି ଉପାୟରେ ମେଥି ସେବନ କରି…

ଆଜିର ସମୟରେ ଅନିୟମିତ ଦିନଚର୍ଯ୍ୟା ବିଭିନ୍ନ ପ୍ରକାର ରୋଗର କାରଣ ପାଲଟୁଛି। ସେଥିରୁ ଗୋଟିଏ ହେଲା ଉଚ୍ଚ ରକ୍ତଚାପ। ସାଧାରଣତଃ ମୋଟାପଣ ଏବଂ ଜୀବନଶୈଳୀରେ ପରିବର୍ତ୍ତନ...

ଶରୀରର ଏହି ୫ ସ୍ଥାନରେ କଳାଜାଇ ଅଛି କି? ଜାଣନ୍ତୁ କ’ଣ ତାର ଅର୍ଥ, କିଭଳି ହେବ ଭବିଷ୍ୟତ

ଜ୍ୟୋତିଷଶାସ୍ତ୍ରରେ ଶରୀରରେ ଥିବା କଳାଜାଇର ବିଶେଷ ମହତ୍ୱ ରହିଛି। ଏହାକୁ ଦେଖି କୌଣସି ମନୁଷ୍ୟର ଭବିଷ୍ୟତ ଏବଂ ବ୍ୟକ୍ତିତ୍ୱ ବିଷୟରେ ଅନୁମାନ କରାଯାଇପାରେ। ଶରୀରରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image