ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ ସହ ଜଣେ ଶିକ୍ଷୟିତ୍ରୀ ଧରାପଡିଛନ୍ତି। ଶିକ୍ଷୟିତ୍ରୀ ଜଣକ ଗୋପ ସ୍ଥିତ ମକ୍ତବ ପ୍ରାଥମିକ ବିଦ୍ୟାଳୟର ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଶିକ୍ଷୟିତ୍ରୀ ଜଣକ ସ୍କୁଲରୁ ୨ ବସ୍ତା ପିଲାଙ୍କ ମଧ୍ୟାହ୍ନଭୋଜନ ଚାଉଳ ଧରି ଗେଟ୍‌ ବାହାରକୁ ବାହାରିଥିଲେ। ସେତିକିବେଳେ ଗ୍ରାମର କେତେକ ବ୍ୟକ୍ତି ଶିକ୍ଷୟିତ୍ରୀଙ୍କୁ ଅଟକାଇ ଚାଉଳ ଜବତ କରିଥିଲେ। ଅନ୍ୟପକ୍ଷେ ଶିକ୍ଷୟିତ୍ରୀ ଜଣକ ୱାର୍ଡମେମ୍ବରଙ୍କ ଜରିଆରେ ଚାଉଳ ବାହାରକୁ ଦେଉଥିବା କହିଛନ୍ତି। ଏପରିକି ଆଗକୁ ପୂଜା ଛୁଟି ଥିବାରୁ ଚାଉଳରେ ପୋକ ଲାଗିଯିବା ଆଶଙ୍କାରେ ବାହାରକୁ ଦେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ...

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା...

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି।...

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି...

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’...

ବିଦ୍ୟାଳୟ ପରିଦର୍ଶନ କଲେ ଜିଲାପାଳ, ଉଚ୍ଚଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ କେସିଙ୍ଗା ସହରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବିଦ୍ୟାପୀଠକୁ ଶନିବାର ପରିଦର୍ଶନରେ ଆସିଥିଲେ। ବାଳିକା ଉଚ୍ଚ...

ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି। ସୂଚନାନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri