ଅସଦାଚରଣ ଅଭିଯୋଗ ହେବା ପରେ ଶିକ୍ଷକ ଫେରାର

ଭଣ୍ଡାରିପୋଖରୀ,୧୩।୧(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ଅଞ୍ଚଳରେ ଜଣେ ଶିକ୍ଷକ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଗତ ୯ ତାରିଖ ରାତିରେ ଏହି ଘଟଣା ଘଟିଥିବା ବେଳେ ସମ୍ପୃକ୍ତ ଶିକ୍ଷକ ଫେରାର ଅଛନ୍ତି। ମହିଳାଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା (ନଂ.୮/୨୨) ରୁଜୁ କରି ତଦନ୍ତ ଚଳାଇଛି

Share