ଏୟାରଲାଇନ୍ସ ସର୍ଭରରେ ବୈଷୟିକ ତ୍ରୁଟି: ଏହି ୩ କମ୍ପାନୀର ସେବା ବ୍ୟାହତ

ନୂଆଦିଲ୍ଲୀ,୧୯ା୭: ବିମାନ ସେବା ଯୋଗାଉଥିବା ତିନୋଟି ବିମାନ କମ୍ପାନୀର ସର୍ଭରଗୁଡ଼ିକ ପ୍ରମୁଖ ବୈଷୟିକ ତ୍ରୁଟିର ସମ୍ମୁଖୀନ ହୋଇଛନ୍ତି। ଇଣ୍ଡିଗୋ, ଆକାଶ ଏୟାର ଏବଂ ସ୍ପାଇସ୍‌ଜେଟ ଏୟାରଲାଇନ୍ସ ସମଗ୍ର ବିଶ୍ୱର ଅନେକ ବିମାନବନ୍ଦରରେ ଓ୍ବେବ୍‌ ଚେକ ଇନ୍‌ରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି କାରଣରୁ ଏହାର ଯାତ୍ରୀମାନଙ୍କୁ ମୁମ୍ବାଇ, ବେଙ୍ଗାଲୁରୁ ଏବଂ ଦିଲ୍ଲୀ ସମେତ ଦେଶର ଅନେକ ବିମାନବନ୍ଦରରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଆକାଶ ଏୟାର କହିଛି ଯେ, ଯାତ୍ରୀମାନଙ୍କୁ ବିମାନବନ୍ଦରରେ ମାନୁଆଲ ଚେକ୍‌ ଇନ୍‌ ଏବଂ ବୋର୍ଡିଂ ସୁବିଧା ଯୋଗାଉଛି।

Microsoft Outage: The outage affected several airlines, grounding planes and disrupting flight operations at Delhi and Mumbai airport.

ବାସ୍ତବରେ ଇଣ୍ଡିଗୋ, ଆକାଶ ଏୟାର ଏବଂ ସ୍ପାଇସ୍‌ଜେଟ ଚେକ୍‌ ଇନ୍‌ ପାଇଁ ବ୍ୟବହୃତ ସଫ୍ଟଓ୍ବେୟାରରେ  ସମସ୍ୟା ଦେଖାଦେଇଛି। ଏହି ତିନୋଟି ଏୟାରଲାଇନ୍ସର ଚେକ୍‌ ଇନ୍‌ ସିଷ୍ଟମ କାମ କରୁନାହିଁ, ଯେଉଁ କାରଣରୁ ସାରା ଦେଶରେ ବିମାନସେବା ପ୍ରଭାବିତ ହୋଇଛି। ଏହି ତିନୋଟି ବିମାନ ସେବା ଗୋ ନାଓ ଚେକ୍‌ ଇନ୍‌ ସିଷ୍ଟମ ବ୍ୟବହାର କରନ୍ତି, ଯାହା ସକାଳ ୧୦.୪୫ରେ ସାରା ବିଶ୍ୱରେ ବୈଷୟିକ ତ୍ରୁଟି ଅନୁଭବ କରିଥିଲା। ଏହି ସମସ୍ୟାର ସମାଧାନ ପାଇଁ ଏୟାରଲାଇନ୍ସ ମାଇକ୍ରୋସଫ୍ଟ ସହିତ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri