ବିଜେଡି ଛାଡ଼ିଲେ ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ

ତେଲକୋଇ,୯/୨: ବିଜେଡି ଛାଡିଛନ୍ତି ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ। ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ ଚିଠି ଲେଖି ଇସ୍ତଫା ଦେଇଛନ୍ତି।

୨୦୧୯ ବିଧାନସଭା ନିର୍ବାଚନରେ ପ୍ରେମାନନ୍ଦ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱିଙ୍କଠାରୁ ୬୦୦୦ ଭୋଟ୍ ବ୍ୟବଧାନରେ ଜିତିଥିଲେ। ୨୦୧୯ ପୂର୍ବରୁ, ସେ ୨୦୦୯ ରେ ବିଜେଡି ଟିକେଟ୍ ରେ ତେଲକୋଇରୁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ କିନ୍ତୁ ୨୦୧୪ ରେ ତାଙ୍କୁ ପାର୍ଟି ଟିକେଟ ମିଳି ନଥିଲା। ୨୦୧୪ ରେ, ବିଜେଡିର ବେଦବ୍ୟାସ ନାୟକ ତେଲକୋଇରୁ ଜିତିଥିଲେ। ୨୦୧୯ ରେ, ପ୍ରେମାନନ୍ଦ ନାୟକ ପୁନର୍ବାର ବିଜେଡି ଟିକେଟ୍ ପାଇଲେ ଏବଂ ନିର୍ବାଚିତ ହେଲେ।

ଆସନ୍ତା ନିର୍ବାଚନ ପୂର୍ବରୁ ହୁଏତ ପ୍ରେମାନନ୍ଦ ନାୟକ ଅନୁଭବ କରିଥିବେ ୨୦୧୪ ଭଳି, ସେ ହୁଏତ ୨୦୨୪ ରେ ପାର୍ଟୀ ଟିକେଟ ନପାଇ ପାରନ୍ତି ତେଣୁ ଅନ୍ୟ ଦଳରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହୋଇପାରନ୍ତି।

Image


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ।...

କାର୍ଯ୍ୟରେ ଯୋଗ ଦେବା ପରେ, ତଦାରଖ କଲେ ବିଡିଓ

ଦାରିଙ୍ଗବାଡି,୨୬।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବଡିଓ ଭାବେ ପ୍ରୀତିରଞ୍ଜନ ରଥ ଶୁକ୍ରବାର ବିଳମ୍ବିତ ରାତିରେ କାର୍ଯ୍ୟରେ ଯୋଗଦେଇଥିଲେ। ପରେ ଶନିବାର ସେ ଦାରିଙ୍ଗବାଡି...

ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ...

ସାନଖେମୁଣ୍ଡିରେ ବାଘ ଆତଙ୍କ, ଟ୍ରାପ୍‌ କ୍ୟାମେରା ଖଞ୍ଜିଲା ବନ ବିଭାଗ

ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ନରସିଂହ ଗଡ଼ ଗ୍ରାମ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ଶନିବାର ସକାଳେ...

ଶିବାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜି ମିଳିଲା…

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ ଅସହାୟ ଓ ବିପନ୍ନଙ୍କ ପାଇଁ ସାହାରା ସାଜିଥିଲେ ଆଶାକର୍ମୀ । ଆଜି ଶିବାନୀଙ୍କ ଘରେ ପହଞ୍ଚି ସରକାର ବଢ଼ାଇଲେ ସହାୟତାର ହାତ।...

ଜଙ୍ଗଲରୁ ମଳିଲା ମହିଳାଙ୍କ ମୃତଦେହ: ହତ୍ୟା କରି…

ଶେରଗଡ,୨୬ା୧୦(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ ବ୍ଳକ ଅଧୀନ ବାଦଗଡ ଗ୍ରାମ ଠାକୁରାଣୀ ମନ୍ଦିର ନିକଟସ୍ଥ ଶାଗୁଆନ ଜଙ୍ଗଲରୁ ଜଣେ ମହିଳାଙ୍କ ମୃତଦେହ ଜବତ...

ଆପାର୍ଟମେଣ୍ଟରେ ଲାଗିବ IP କ୍ୟାମେରା

ଭୁବନେଶ୍ୱର,୨୬ା୧୦: ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି।...

ରାଜ୍ୟପାଳଙ୍କୁ ମୁହାଁମୁହିଁ ଚେତାବନୀ: ରାଜନୀତିରୁ…

ଭୁବନେଶ୍ୱର,୨୬।୧୦: ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ସକ୍ରିୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଅଭିଯୋଗ କରିଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri