୧୦ ଡିଗ୍ରୀ ତଳକୁ ଖସିଲା ପାରଦ: ଦାରିଙ୍ଗବାଡିରେ ଅସହ୍ୟ ଜାଡ଼ ସହ ଘନ କୁହୁଡି

ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଚଳିତ ବର୍ଷ ସରକାରୀ ରିପୋର୍ଟ ଅନୁସାରେ ପାରଦ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି। ରବିବାର ଭୋର ୬ ଟା ସୁଧା ଦାରିଙ୍ଗବାଡିରେ ସର୍ବନିମ୍ମ ତାପମାତ୍ରା ୮. ୫ ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଯାହାକି ଉକ୍ତ ବ୍ଲକର ଦୁର୍ଗମ ତଥା ଗାଁ ଗୁଡିକରେ ଏହାଠାରୁ ଆହୁରି କମ ତାପମାତ୍ରା ରହିଥିବା ଆଶଙ୍କା କରାଯାଇଛି। ଗତ କିଛିଦିନ ହେଲା ଦାରିଙ୍ଗବାଡିକୁ ଛାଡି ତାର ତଳିଆ ଅଞ୍ଚଳ ଶ୍ରାନିକେତା, ସିମନବାଡି, କିରିକୁଟି, ବାଡାବାଙ୍ଗା, ତିଲୋରୀ, ବୁଡଗୁଡା, ଗୁମିକିଆ, ପର୍ତ୍ତମାହା, ଭ୍ରମ୍ରବାଡି, ର୍ସିକାବର୍ଗ ଆଦି ଅଞ୍ଚଳରେ ଘନ କୁହୁଡି ଅଚ୍ଛାଦିତ ହୋଇ ରହୁଛି। ଫଳରେ ଶୀତ ଦ୍ବିଗୁଣିତ ହେଉଥିବା ଜଣାପଡିଛି । ଅସହ୍ୟ ଶୀତ ଯୋଗୁ ଏବେ ସବୁଠି ନିଆଁ ଓ ଗରମ ଜଳ ର ସାହାରା ନେଉଛନ୍ତି ଅଞ୍ଚଳବାସୀ। ଶୀତର ମଜା ନେବାକୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

୯ ଦଫା ଦାବି ନେଇ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କଲା ସିଟିଜେନ୍‌ ଫୋରମ୍‌

କେସିଙ୍ଗା,୨୦ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ସିଟିଜେନ ଫୋରମ୍‌ର ସଭାପତି ଡ. ହେମସାଗର ସାହାଙ୍କ ନେତୃତ୍ୱରେ କେସିଙ୍ଗାସହରସ୍ଥିତ ବିଦ୍ୟାପୀଠର ସଭାଗୃହରେ ଏକ ସାଧାରଣ ବୈଠକ ରବିବାର...

Mallikarjun Kharge: ଡବଲ ଇଞ୍ଜିନ ନୁହେଁ, ବିହାରକୁ ଦରକାର ସିଙ୍ଗଲ ଇଞ୍ଜିନ ସରକାର, କାହିଁକି ଏମିତି କହିଲେ ଖାର୍ଗେ, ଜାଣନ୍ତୁ…

ପାଟନା,୨୦।୪: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ Mallikarjun Kharge ରବିବାର (୨୦ ଏପ୍ରିଲ, ୨୦୨୫) ବିହାରରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ରାଜ୍ୟରେ ଶାସକ ଭାଜନା ଏବଂ...

ଜଣେ ମନ୍ତ୍ରୀ ୭ ବିଧାୟକ…, ମୋଦିଙ୍କ ମଡେଲ ଲାଗୁକଲେ Rekha Gupta

ନୂଆଦିଲ୍ଲୀ,୨୦।୪: ଦିଲ୍ଲୀରେ ଦ୍ରୁତ ବିକାଶ ପାଇଁ, Rekha Gupta ସରକାର ପ୍ରଧାନମନ୍ତ୍ରୀ ମୋଦିଙ୍କ ମଡେଲକୁ କାର୍ଯ୍ୟକାରୀ କରଛନ୍ତି। କେନ୍ଦ୍ରର ମୋଦି ସରକାରଙ୍କ ‘ସଂସଦ ଆଦର୍ଶ ଗ୍ରାମ...

ନରସିଂହଙ୍କ ଘରେ ଧର୍ମେନ୍ଦ୍ର, ନୂଆ ସମୀକରଣ ନେଇ ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା

ବଲାଙ୍ଗୀର,୨୦ା୪: କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଘରେ ଅତିଥି ବା କୁଣିଆ ସାଜିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନରସିଂହଙ୍କ ପୁଅ ସମରେନ୍ଦ୍ରଙ୍କ କୃଷିଭିତ୍ତିକ ଅନୁଷ୍ଠାନର ଉଦଘାଟ୍‌ନୀ...

Supreme Courtଙ୍କ ଉପରେ ବୟାନ ଦେଇ ଫସିଗଲେ ଭାଜପା ନେତା? ଆଟର୍ଣ୍ଣି ଜେନରାଲଙ୍କ ପାଖେ ପହଞ୍ଚି ଗଲା ଚିଠି

ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ଏବଂ ମୁଖ୍ୟ ବିଚାରପତିଙ୍କ ସମ୍ପର୍କରେ ଏମପି ନିଶିକାନ୍ତ ଦୁବେଙ୍କ ବିବାଦୀୟ ବୟାନକୁ ନେଇ ଅବମାନନା ମାମଲା ରୁଜୁ ପାଇଁ ଦାବି ଆରମ୍ଭ ହୋଇଛି।...

ବିକାଶରେ ଶୂନ୍ୟସ୍ଥାନ ସୃଷ୍ଟି କଲେ ଏହି ପ୍ରଗତିଶୀଳ ନେତା

ଦିଗପହଣ୍ଡି,୨୦ା୪(ଅଶେଷ ନାଥ ମିଶ୍ର): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଭାରତୀୟ ଆଇନଜୀବୀ ସଂଘର ଜାତୀୟ ପରିଷଦ ସଭ୍ୟ...

ଟାଟା ଦ୍ୱାରା ଜମି ହରା ତାଲିମ ପ୍ରାପ୍ତ ଯୁବତୀଯୁବକଙ୍କୁ ସ୍ଥାୟୀ ନିଯୁକ୍ତି ନ ମିଳିଲେ ଗଣଧାରଣା ଧମକ

ଛତ୍ରପୁର,୨୦।୪,(ଦିଲ୍ଲୀପ ସାମଲ): ଟାଟା ଦ୍ୱାରା ଜମି ହରା ଓ ତାଲିମ ପ୍ରାପ୍ତ ଯୁବତୀଯୁବକଙ୍କୁ ଦୀପକ ଫଟିଲାଇଜର ଓ ପେଟ୍ରୋକେମିକାଲ୍ସ କମ୍ପାନୀରେ ସ୍ଥାୟୀ ନିଯୁକ୍ତି ଦାବୀ ଜୋର...

ବଡ଼ ସଫଳତା, 10G standard ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ ନେଟୱାର୍କ ଆରମ୍ଭ କରି ଆଉ ପାଦେ ଆଗେଇ ଗଲା ଚାଇନା

ବେଜିଂ,୨୦।୪: Huawei, China Unicom ସହିତ ମିଳିତ ଭାବରେ, Hebei ପ୍ରଦେଶର ଜିଓଙ୍ଗଆନ ନିୟୁ ଏରିଆରେ ଚାଇନାର ପ୍ରଥମ 10G standard ବ୍ରଡବ୍ୟାଣ୍ଡ ନେଟୱାର୍କ ଲଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image