କମିବ ତାପମାତ୍ରା, ବଢ଼ିବ ଶୀତ

ଭୁବନେଶ୍ୱର,୭ା୧୨: ରାଜ୍ୟରେ ତାପମାତ୍ରା କମିବ। ଆଜିଠାରୁ ଅର୍ଥାତ୍‌ ଶନିବାରଠାରୁ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ସହିତ ଥଣ୍ଡା ମଧ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୯ ତାରିଖରୁ ତାପମାତ୍ରା କମିବା ସହିତ ଥଣ୍ଡା ବଢ଼ିବ।
ସେହିପରି ୧୦ ତାରିଖରୁ ଉପକୂଳ ଓ ପଶ୍ଚିମ ଓ ରାତି ତାପମାତ୍ରା କମିବାର ସମ୍ଭାବନା ରହିଛି। ଏହାଯୋଗୁ ଶନିବାର ଅଳ୍ପ କୁହୁଡ଼ି ଦେଖାଦେଇପାରେ।

Share