ନିର୍ବାଚନ ପରବର୍ତ୍ତୀ ହିଂସାକୁ ନେଇ ଲାଗିଛି ଗାଁରେ ଉତ୍ତେଜନା: ପୋଲିସ ମୁତୟନ

ତିହିଡ଼ି,୩ା୬(ସଞ୍ଜିତ ବଳ): ତିହିଡ଼ି ଓ ପୀରହାଟ ଥାନା ଅଧୀନ ବିଭିନ୍ନ ସ୍ଥାନରେ ନିର୍ବାଚନ ପରବର୍ତ୍ତୀ ହିଂସାକୁ ନେଇ ଏବେବି ଉତ୍ତେଜନା ଦେଖାଦେଇଛି। ତିହିଡ଼ି ଥାନା ଅଧୀନ ଅଚକ ପଞ୍ଚାୟତରେ ନିର୍ବାଚନ ଚାଲିଥିବା ବେଳେ ବିଜେଡିର ଜଣେ ବରିଷ୍ଠ ନେତାଙ୍କୁ ବିରୋଧୀ ଦଳର କର୍ମୀ ଆକ୍ରମଣ କରିଥିଲେ। ବିଜେଡି ନେତା ଜଣକ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିଥିବା ବେଳେ ନିର୍ବାଚନ ପରେ ଏହି ଘଟଣା ଉଗ୍ରରୂପ ଧାରଣ କରିଛି। ଉଭୟ ରାଜନୈତିକ ଦଳର କର୍ମୀମାନଙ୍କ ମଧ୍ୟରେ ଏହି ଘଟଣାକୁ ନେଇ ଛକାପଞ୍ଝା ଲାଗିରହିଛି। ଏହାକୁ ଦୃଷ୍ଟିରେ ରଖି ତିହିଡ଼ି ଥାନା ଅଧିକାରୀ ପ୍ରସନ୍ନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ନନ୍ଦପୁର ବଜାର ଓ ସ୍ଥାନୀୟ ଅଞ୍ଚଳରେ ପୋଲିସ ମୁତୟନ ହୋଇଛନ୍ତି।

ସେହିପରି ବୋଡ଼କ ପଞ୍ଚାୟତର ନାୟକାଣୀ ହାଇସ୍କୁଲ ବୁଥ ନଂ. ୪୩ରେ ଭୋଟଗ୍ରହଣ ସମୟରେ ଭାଜପା ଓ ବିରୋଧୀ ଦଳର କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଭାଜପାର ଆଦିକନ୍ଦ ନାଥ ନାମକ ଜଣେ କର୍ମୀ ବିରୋଧୀ ଦଳ କର୍ମୀଙ୍କ ଆକ୍ରମଣରେ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ଆହତ ଯୁବକ ଆଦିକନ୍ଦ ଏନେଇ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ପଞ୍ଚାୟତରେ ଉତ୍ତେଜନା ଲାଗି ରହିଛି।

ପୀରହାଟ ଥାନା ଅଧୀନ ଗଦି ବଜାରରେ ନିର୍ବାଚନ ପରେ ଭାଜପାର ଜଣେ କର୍ମୀଙ୍କୁ ବିରୋଧୀ ଦଳର କର୍ମୀ ଆକ୍ରମଣ କରିଥିଲେ। ଆକ୍ରମଣରେ ଆହତ ଅଲାଳ ଗ୍ରାମର ସେହି କର୍ମୀଙ୍କୁ ଚିକିତ୍ସା ପାଇଁ ତିହିଡ଼ି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ଗଦି ବଜାର ଓ ଏହା ଆଖପାଖ ଗ୍ରା


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri