ଅନୁଗୋଳରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଶୋ’ ରୁମ୍‌

ଅନୁଗୋଳ ଅଫିସ,୮ା୪: ଅନୁଗୋଳ ବଜାରରେ ଶନିବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ବଜାରରେ ଥିବା ମଙ୍ଗଲମ୍‌ ନାମକ ଏକ ଡ୍ରେସ୍‌ ଶୋ’ ରୁମ୍‌ ହୁତ୍‌ହୁତ୍‌ ହୋଇ ଜଳୁଛି। ଖବର ପାଇ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ କରିବା ପାଇଁ ଚେଷ୍ଟା ଜାରି ରହିଛି।

Share