Categories: ଜାତୀୟ

କଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ, ଦୁଇ ପ୍ରବାସୀ ଶ୍ରମିକ ଆହତ

ଅନନ୍ତନାଗ,୧୯।୭: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଦୁଇଜଣ ପ୍ରବାସୀ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କୁହାଯାଉଛି। ଖବରପାଇ ଭାରତୀୟ ସେନା ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି।

Share