Categories: ଜାତୀୟ

ଦିଲ୍ଲୀରୁ ଧରାପଡ଼ିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୯ା୮: ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରି ଦିଲ୍ଲୀ ପୋଲିସ। ଆତଙ୍କବାଦୀ ଜଣକ ହେଲେ ଇସ୍‌ଲାମିକ ଷ୍ଟେଟ୍‌ ଆତଙ୍କୀ ରିଜଓ୍ବାନ ଅଲ୍ଲୀ।

ସୂଚନାଯୋଗ୍ୟ, ୨୦୨୩ରେ ପୁଣେ ପୋଲିସ ହେପାଜତରୁ ରିଜଓ୍ବାନ ଖସି ପଳାଇଥିଲେ। ତାଙ୍କ ପାଇଁ ଏନ୍‌ଆଇଏ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲା।

Share