ଏଲନ ମସ୍କଙ୍କ ଗସ୍ତ ବାତିଲ ପରେ ଭାରତରେ ନିବେଶ କରିବାକୁ ଚାହୁଁନାହିଁ ଟେସଲା: ରିପୋର୍ଟ

ନୂଆଦିଲ୍ଲୀ,୪ା୭: ବ୍ଲୁମବର୍ଗର ରିପୋର୍ଟ ଅନୁଯାୟୀ ଏଲନ ମସ୍କଙ୍କ କମ୍ପାନୀ ଟେସଲା ପୁଣିଥରେ ଭାରତରେ ନିବେଶ ପାଇଁ ଯୋଜନାକୁ ସ୍ଥଗିତ ରଖିଛି। ମସ୍କ ଏପ୍ରିଲ ଶେଷରେ ଭାରତ ଗସ୍ତକୁ ବାତିଲ କରିବା ପରେ ଏହି ଖବର ଆସିଛି। ମସ୍କ ତାଙ୍କର ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ଥିଲା।

ରିପୋର୍ଟରେ ଦର୍ଶାଯାଇଛି ଯେ ମସ୍କ ତାଙ୍କ ଗସ୍ତ ବାତିଲ କରିବା ପରଠାରୁ କରିବା ପରଠାରୁ ଟେସଲା ନୂଆଦିଲ୍ଲୀ ଅଧିକାରୀଙ୍କ ସହିତ ସମ୍ପର୍କ କରିନାହିଁ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଟେସଲାର ବର୍ତ୍ତମାନର ଭାରତରେ ନୂତନ ପୁଞ୍ଜି ବିନିଯୋଗ ଯୋଜନା କରୁନାହିଁ।

ଲଗାତାର ଦ୍ୱିତୀୟ ତ୍ରୈମାସିକ ପାଇଁ ବିଶ୍ଵବ୍ୟାପୀ ଟେସଲା ଏହାର ଯୋଗାଣ ହ୍ରାସ କରିବା ପରେ ଏହି ଅଗ୍ରଗତି ହୋଇଛି। ସେହିଭଳି ଚାଇନାରେ ମଧ୍ୟ କମ୍ପାନୀ ଦୃଢ ପ୍ରତିଯୋଗିତାର ସାମ୍ନା କରୁଛି। ନିକଟରେ ମସ୍କ ବଡ଼ ସଂଖ୍ୟାରେ କର୍ମଚାରୀ ହ୍ରାସ କରିଥିଲେ। ଚଳିତ ବର୍ଷ ପ୍ରାରମ୍ଭରେ କମ୍ପାନୀ ଲଞ୍ଚ କରିଥିବା ଏହାର ବହୁ ପ୍ରତିକ୍ଷିତ ସାଇବରଟ୍ରକ ମଧ୍ୟ ବଜାରରେ ଭଲ ପ୍ରଦର୍ଶନ କରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ତ୍ରୈମାସିକରେ ୫.୨୫ନିୟୁତ ଟନ୍‌ ଅଶୋଧିତ ଇସ୍ପାତ ଉତ୍ପାଦନ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ‘ଟାଟା ଷ୍ଟିଲ୍‌’ ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ...

ସହଭାଗିତା ରାଜ୍ୟକୁ ଆହୁରି ବିକାଶର ଶିଖରରେ ପହଞ୍ଚାଇବ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ ଅଗ୍ରଣୀ କମ୍ପାନୀ ସମୂହ ଦୀର୍ଘବର୍ଷ ଧରି ରାଜ୍ୟରେ କାର୍ଯ୍ୟ କରୁଛନ୍ତି।...

ରଥଯାତ୍ରାରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)...

ସଂସଦରେ ଏହିଦିନ ଉପସ୍ଥାପନ ହେବ କେନ୍ଦ୍ର ବଜେଟ, କିରେନ ରିଜିଜୁ କଲେ ଘୋଷଣା

ନୂଆଦିଲ୍ଲୀ,୬।୭: କେନ୍ଦ୍ର ବଜେଟ ନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ତାରିଖ ଘୋଷଣା କରିଛନ୍ତି। ସେ ଆଜି ଏକ୍ସରେ ପୋଷ୍ଟ କରି...

ଏନ୍‌ଏମ୍‌ଡିସି ପରିଦର୍ଶନକଲେ କେନ୍ଦ୍ର ଇସ୍ପାତ ସଚିବ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ସଂସ୍ଥା ତଥା ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ(ଏନ୍‌ଏମ୍‌ଡିସି) ଲିମିଟେଡ୍‌ର ହାଇଦ୍ରାବାଦର ପାଟନଚେରୁସ୍ଥିତ ନ୍ୟୁ ଷ୍ଟେଟ୍‌ ଅଫ୍‌ ଆର୍ଟ...

୨୦୩୧-୩୨ସୁଦ୍ଧା ୩୮୪ଜିଡ଼ବ୍ଲ୍ୟୁ ଶକ୍ତି ଚାହିଦା ଆକଳନ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ଓଡ଼ିଶା ଶଖା ପକ୍ଷରୁ ଭୁବନେଶ୍ୱର ଠାରେ ପୂର୍ବାଞ୍ଚଳରେ ବିକଳ୍ପ ଶକ୍ତି ଉସତ୍ର ସୁଚିନ୍ତିତ ତଥା...

ବଜାରରେ ବଜାଜ୍‌ର ଫ୍ରିଡମ୍‌୧୨୫

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ ବା ସିଏନ୍‌ଜି ବାଇକ୍‌ ‘ଫ୍ରିଡମ...

ଇସ୍‌ରାଏର ଚାର୍ଟରିଂ ସେରିମନି

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍‌ନିଂ ଇଞ୍ଜିନିୟର୍ସ (ଆଇଏସ୍‌ଏଚ୍‌ଏଆର୍‌ଏଇ ବା ଇସ୍‌ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri