ଏସିଆର ତୃତୀୟ ଦେଶ ଭାବେ ସମଲିଙ୍ଗୀ ବିବାହକୁ ଅନୁମତି ଦେବ ଥାଇଲାଣ୍ଡ, ପାରିତ ହେଲା…

ବ୍ୟାଙ୍କକ୍‌,୧୮।୬: ଏଣିକି ଥାଇଲାଣ୍ଡରେ ମଧ୍ୟ ସମଲିଙ୍ଗୀ ବିବାହ ବୈଧ ହୋଇଯିବ। ଏହାର ନ୍ୟାଶନାଲ ଆସେମ୍ଲିରେ ଏନେଇ ଜଡ଼ିତ ବିଧେୟକ ପାରିତ ହୋଇଛି। ଏବେ ଥାଇଲାଣ୍ଡର ରାଜା ମହା ବଜିରାଲୋକୋର୍ନ ମଞ୍ଜୁରୀ ଦେବା ପରେ ଏହି ବିବାହକୁ ଆଇନଗତ ମାନ୍ୟତା ମିଳିବ।

ଥାଇଲାଣ୍ଡରେ ମଙ୍ଗଳବାର ବହୁମତରେ ବିଧେୟକ ପାରିତ ହେବା ପରେ ଦକ୍ଷିଣ ପୂର୍ବ ଏସିଆରେ ଏଭଳି ଆଇନ ଲାଗୁ କରିଥିବା ପ୍ରଥମ ଦେଶ ପାଲଟିଛି। ତେବେ ଉଚ୍ଚ ସଦନ ‘ସିନେଟ୍‌’ରେ ମତଦାନ ସମୟରେ ୧୫୨ ସଦସ୍ୟ ଉପସ୍ଥିତ ଥିଲେ, ଯେଉଁଥିରୁ ୧୩୦ ସଦସ୍ୟଙ୍କ ଭୋଟ ବିଧେୟକର ସପକ୍ଷରେ ଥିଲା। କେବଳ ୪ଜଣ ଏହା ବିରୋଧରେ ଥିବା ବେଳେ ବାକି ୧୮ଜଣ ଏହି ପ୍ରକ୍ରିୟାରୁ ଦୂରେଇ ରହିଥିଲେ।

ରାଜାଙ୍କ ପକ୍ଷରୁ ସ୍ବିକୃତି ମିଳିବା ପରେ ସରକାରୀ ରାଜପତ୍ରରେ ଏହାକୁ ପ୍ରକାଶିତ କରାଯିବ। ତେବେ ଏହା ଲାଗୁ ହେବା ପରେ ତାଇଓ୍ବାନ ଏବଂ ନେପାଳ ପରେ ଥାଇଲାଣ୍ଡ ସମଲିଙ୍ଗୀ ବିବାହକୁ ଅନୁମତି ଦେଇଥିବା ଏସିଆର ତୃତୀୟ ଦେଶ ପାଲଟିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ୍‌ର ସମର୍ଥନ: ପୂର୍ବରୁ ଆମେରିକା, ଫ୍ରାନ୍ସ ସମର୍ଥନ ଜଣାଇଥିଲେ

ନୂଆଦିଲ୍ଲୀ,୨୭ା୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ସମର୍ଥନ ବଢ଼ିବାରେ ଲାଗିଛି। ପୂର୍ବରୁ ଆମେରିକା ଏବଂ ଫ୍ରାନ୍ସ...

ସୁନା କଣିକା ସଂଗ୍ରହ ବେଳେ ବଡ଼ ଧରଣର ଭୂସ୍ଖଳନ: ୧୫ ମୃତ, ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ

ପଡ଼ାଙ୍ଗ,୨୭ା୯: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ବେଆଇନ ଭାବେ ଖଣିରୁ ସୁନା ଉତ୍ତୋଳନ ବେଳେ ଭୂସ୍ଖଳନ ହେବାରୁ ଅନୂ୍ୟନ ୧୫ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ...

ଚାଇନା ଯାଉଥିବା ଇରାକ ବିମାନ ହଠାତ୍‌ କାହିଁକି କୋଲକାତାରେ ଅବତରଣ କଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୭।୯: କିଡନୀ ଚିକିତ୍ସା ପାଇଁ ଚାଇନା ଯାଉଥିବା ଇରାକର ଜଣେ ନାବାଳିକା ବିମାନରେ ଅସୁସ୍ଥ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ତେବେ ବାଟରେ ଯେତେବେଳେ...

ଜାପାନରେ ୪ ବର୍ଷରେ ବଦଳିଲେଣି ୩ ପ୍ରଧାନମନ୍ତ୍ରୀ

ଟୋକିଓ,୨୭ା୯: ଜାପାନର ଶାସକ ଦଳ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଶିଗେରୁ ଇଶିବାଙ୍କୁ ଏହାର ନେତା ଭାବରେ ମନୋନୀତ କରିଛନ୍ତି, ଯିଏ ଆସନ୍ତା ସପ୍ତାହରେ ଦେଶର ପ୍ରଧାନମନ୍ତ୍ରୀ...

ଭାରତ ବିରୋଧରେ ନୂଆ ଷଡଯନ୍ତ୍ର ରଚୁଛି କାନାଡା: ଜାଣନ୍ତୁ କେମିତି

ଓଟଓ୍ବା,୨୭।୯: ୩୯ ବର୍ଷ ପୂର୍ବେ କାନାଡାରେ ଏୟାର ଇଣ୍ଡିଆ ଫ୍ଲାଇଟ୍‌-୧୮୨ରେ ହୋଇଥିବା ଧମାକାକୁ ନେଇ ତୃତୀୟଥର ଯାଞ୍ଚ୍‌ ଦାବି କରାଯାଉଛି। କନିଷ୍କା ବୋମା ବିସ୍ଫୋରଣ ଯାଞ୍ଚ୍‌...

ଭାରତ ପରି ପାକିସ୍ତାନରେ ରହିଛନ୍ତି କି ଆଇଆଇଟି ଇଞ୍ଜିନିୟର? ଜାଣନ୍ତୁ କେଉଁଠି ପଢ଼ନ୍ତି ପାଠ…

ଇସଲାମାବାଦ,୨୭ା୯: ଯେତେବେଳେ ଭାରତରେ ଇଞ୍ଜିନିୟରିଂ ବିଷୟରେ ଚର୍ଚ୍ଚା ହୁଏ ସେତେବେଳେ ଆଇଆଇଟିର ନାମ ଶୀର୍ଷରେ ଆସେ। କୁହାଯାଏ, ଏଠାରୁ ସ୍ନାତକ ହାସଲ କରିଥିବା ଇଞ୍ଜିନିୟରମାନେ ବହୁତ...

ଶେଖ ହାସିନାଙ୍କୁ ଗାଦିଚ୍ୟୁତ କରାଇଥିବା ମାଷ୍ଟରମାଇଣ୍ଡଙ୍କୁ ବିଶ୍ୱ ସହ ପରିଚିତ କରାଇଲେ ୟୁନୁସ

ଢାକା,୨୭।୯: ବାଂଲାଦେଶରେ ଶେଖ ହାସିନା ସରକାରଙ୍କ ବିରୋଧରେ ଆନ୍ଦୋଳନ ସ୍ବୟଂଚାଳିତ ବା ଆପଣାଛାଏଁ ଆରମ୍ଭ ହୋଇ ନ ଥିଲା। ଏହାର ସ୍ପଷ୍ଟ ଅର୍ଥ ହେଉଛି ଯେ...

ଭାରତକୁ ସମର୍ଥନ ଦେଲା ଫ୍ରାନ୍ସ: ଟେନ୍‌ସନ୍‌ରେ ଚାଇନା-ପାକିସ୍ତାନ

ପ୍ୟାରିସ୍‌,୨୬।୯: ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ସମର୍ଥନ କରିଛନ୍ତି। ଜାତିସଂଘ ସଂସ୍ଥାର ସମ୍ପ୍ରସାରଣକୁ ସମର୍ଥନ କରିଛନ୍ତି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri