ପାଣି ଟିକକ ପାଇଁ ହାତୀ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀ ନଳକୂପ ମାରୁଥିବା ଦେଖିବାକୁ ମିଳୁଛି। ପରେ ସେ ଶୁଣ୍ଢରେ ପାଣି ପିଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

Share