୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡଯାତ୍ରା ଶୁଭାରମ୍ଭ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର କଲେଜ ରୋଡ଼ସ୍ଥିତ ମା’ଙ୍କ ମନ୍ଦିରରୁ ବାହାରି ରାମେଶ୍ୱର ମନ୍ଦିରକୁ ଯାଇ ବାବା ରାମେଶ୍ୱରଙ୍କୁ ଆବାହନ କରି ପ୍ରଭୁଙ୍କୁ ନେଇ ସହର ପରିକ୍ରମା ସହ ମାନସିକ ଧାରି ଓଡ଼ିଆ ଢମଣା ସାହି ବାସିନ୍ଦା ବିଷ୍ଣୁ ପ୍ରସାଦ ସେଠିଙ୍କ ଧୂଳି ଦଣ୍ଡ ସହ ରାତ୍ରିରେ ରାମଲିଙ୍ଗେଶ୍ୱର ନାଟ୍ୟ କଳା ସଂସଦ ତରଫରୁ ଚଳିତ ବର୍ଷର ସାମାଜିକ ନାଟକ ‘ମୁଁ ମଲା ପରେ କାନ୍ଦିବ କିଏ’ ମଞ୍ଚସ୍ଥ ହୋଇଥିଲା। ମା’ ଦକ୍ଷିଣ ଦଣ୍ଡକାଳୀ ମନ୍ଦିର ପରିଚାଳନା ଦାୟିତ୍ୱରେ ଥିବା ଭୀମ ରେଡି, ସନ୍ତୋଷ ସାହୁ, ତ୍ରିନାଥ ରାଉଳ,ବିଷ୍ଣୁ ପ୍ରସାଦ ସେଠି,ପ୍ରଭାତ କୁମାର ସାହୁ,ଆଦେୟ ରେଡି, ଶିବ ଶଙ୍କର ପରିଡା, ରଞ୍ଜନ ବେହେରା ଓ ମନ୍ଦିରର ସମସ୍ତ ସଦସ୍ୟ ଉପସ୍ଥିତ ରହି ସୁଚାରୁ ରୂପେ ପରିଚାଳନା କରିଥିଲେ l ଆସନ୍ତା ବିଷୁବ ସଂକ୍ରାନ୍ତିରେ ମା’ଙ୍କ ଯାତ୍ରା ଉଦଯାପିତ ହେବ ବୋଲି ସାମାଜିକ କର୍ମୀ ତଥା ଦଣ୍ଡକାଳୀ ସେବକ ପ୍ରଭାତ କୁମାର ସାହୁ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର

ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି...

କାଳବୈଶାଖୀ ପ୍ରଭାବ: ଘରଉପରେ ପଡ଼ିଲା ଗଛ

ରାଇକିଆ,୨୪।୪:(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା...

Kashmir Pahalgam Terrorists Attack Update: ପହଲଗାମ ପରେ କଶ୍ମୀରରେ ହୋଇପାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ!

ନୂଆଦିଲ୍ଲୀ,୨୬।୪: ପହଲଗାମର ବୈସାରନ ଉପତ୍ୟକାରେ ନିରୀହ ପର୍ଯ୍ୟଟକଙ୍କ ହତ୍ୟା ପରେ ମଧ୍ୟ ପାକିସ୍ତାନ ନିରନ୍ତର ଘୃଣ୍ୟ କାର୍ଯ୍ୟକଳାପ ଚଳାଇଛି। ୨୫ ଏବଂ ୨୬ ତାରିଖ ରାତିରେ,...

ଜୁନିୟର ବକ୍ସିଂ ଚାମ୍ପିୟନଶିପ୍‌: ୪୩ ପଦକ ପକ୍କା କଲା ଭାରତ

ଅମାନ(ଜୋର୍ଡାନ),୨୬ା୪: ଜୋର୍ଡାନରେ ଚାଲିଥିବା ୧୫ ବର୍ଷରୁ କମ୍‌ ଏବଂ ୧୭ ବର୍ଷରୁ କମ୍‌ ଉଦ୍‌ଘାଟନୀ ଏସିଆନ ଜୁନିୟମର ବକ୍ସିଂ ଚାମ୍ପୟନଶିପ୍‌ରେ ଭାରତର ଆଉ ୪ଜଣ ବକ୍ସର...

କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଦାବିପତ୍ର

କେସିଙ୍ଗା,୨୬ା୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। କିନ୍ତୁ ୱାର୍ଡ ନଂ.୧୧ରେ କଲ୍ୟାଣ ମଣ୍ଡପ...

ପାକିସ୍ତାନ ଉପରେ କେବେ ଆକ୍ରମଣ କରିବ ଭାରତ? ତାରିଖ କହି ସାଂଘାତିକ ଖୁଲାସା କଲା ପାକ୍‌

ଇସଲାମବାଦ,୨୬।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନରେ ପାକିସ୍ତାନର ଟେନଶନ ବଢିଯାଇଛି। ପାକ୍‌ ଭାରତକୁ ଲଗାତାର ଧମକ ଦେଉଛି। ଏକ ପାକିସ୍ତାନୀ ନ୍ୟୁଜ...

ପହଲଗାମ ଆକ୍ରମଣକୁ ନେଇ ଏମିତି କ’ଣ କହିଲେ ସୁଲତା: ପୁରା ଯୋଗ୍ୟତା ନେଇ ପଛରେ ପଡ଼ିଗଲେ ଜୟନାରାୟଣ

ଭୁବନେଶ୍ୱର,୨୬।୪: ସାଂସଦ ସୁଲତା ଦେଓଙ୍କ ମନ୍ତବ୍ୟକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିନ୍ଦା କରିଛନ୍ତି। ଅମଣିଷ ଭାବେ ଏଭଳି କଥା ସବୁ କହିବା ଅତ୍ୟନ୍ତ ନିନ୍ଦନୀୟ।...

‘ହିନ୍ଦୁ-ମୁସଲମାନ କେବେ ଏକ ହୋଇପାରିବେ ନାହିଁ…’, ଭାରତର ଆକ୍ସନକୁ ଦେଖି ବିଚଳିତ ହେଲାଣି ପାକିସ୍ତାନ, Army Chief କହିଲେ…

ଇସଲାମାବାଦ,୨୬।୪: ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଶନିବାର ପୁଣି ଥରେ ବିଷ ଓଗାଳିଛନ୍ତି। ମୁନିର ଦ୍ୱି-ରାଷ୍ଟ୍ର ତତ୍ତ୍ୱର ସମର୍ଥନ କରି କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image