Posted inଫୁରସତ

ବ୍ୟକ୍ତିଙ୍କ ପ୍ରାଇଭେଟ ପାର୍ଟରୁ ବାହାରିଲା ୫୯ ଫୁଟର ପୋକ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ଥାଇଲାଣ୍ଡରୁ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଯେଉଁଠାରେ ଜଣେ ୬୭ ବର୍ଷୀୟ ବ୍ୟକ୍ତିଙ୍କ ପେଟରେ ଦରଜ ହେବାରୁ ସେ ଡାକ୍ତରଙ୍କ ପାଖକୁ ଯାଇଥିଲେ। ପରେ ତାଙ୍କ ପେଟରୁ ୫୯ ଫୁଟର ପୋକ ବାହାରିଥିଲା। ଏହି ଘଟଣାରେ ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

ଏହି ଘଟଣା ଥାଇଲାଣ୍ଡର ନୋଙ୍ଗଖାଇ ଅଞ୍ଚଳର। ଏକ ରିପୋର୍ଟ ଅନୁଯାୟୀ, ବ୍ୟକ୍ତିଙ୍କ ପେଟରେ ଦୀର୍ଘଦିନ ଧରି ଦରଜ ହେଉଥିଲା। ସେ ହସ୍ପିଟାଲ ଯାଇ ଯାଞ୍ଚ କରିବାରୁ ତାଙ୍କ ପ୍ରାଇଭେଟ ପାର୍ଟରୁ ପୋକ ବାହାରିଥିଲା। ରିସର୍ଚ୍ଚ ସେଣ୍ଟରର ପ୍ରବକ୍ତା କହିଛନ୍ତି, ୫୯ ଫୁଟ ଅର୍ଥାତ୍‌ ୧୮ ମିଟରରୁ ଅଧିକ ଲମ୍ବର ପୋକ ବାହାରିଥିଲା।

ଡାକ୍ତର କହିଛନ୍ତି, କଞ୍ଚା ମାଂସ ଖାଇବା ଦ୍ୱାରା ଏହା ପେଟକୁ ଯାଇଥିଲା। ୩୦ବର୍ଷରୁ ଅଧିକ ସମୟ ଧରି ତାଙ୍କ ପେଟରେ ଥିଲା। ବର୍ତ୍ତମାନ ଏହା ବହୁତ ଲମ୍ବା ହୋଇଯାଇଛି। ଯାହାକୁ ବାହାର କରିବା ପାଇଁ ଡାକ୍ତରଙ୍କୁ ଦୀର୍ଘ ସମୟ ଲାଗିଥିଲା। ବର୍ତ୍ତମାନ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଡାକ୍ତରଖାନାରେ ୟୁଟ୍ୟୁବ୍‌ ଦେଖି  ଇସିଜି କରୁଛନ୍ତି ଲ୍ୟାବ ଆଟେଣ୍ତାଣ୍ଟ: ଭିଡିଓ ଭାଇରାଲ ପରେ…

  ସ୍ବାସ୍ଥ୍ୟ ସେବାରେ ଅଭାବନୀୟ ଘଟଣା। ୟୁଟ୍ୟୁବ୍‌ ଦେଖି ଚାଲିଛି ରୋଗୀଙ୍କ ଚିକିତ୍ସା ।  ଡାକ୍ତର ନୁହଁନ୍ତି ଲ୍ୟାବ ଆଟେଣ୍ତାଣ୍ଟ ୟୁଟ୍ୟୁବ୍‌ ଦେଖି କରୁଛନ୍ତି ଇସିଜି...

କ୍ଷୀରଚୋରା ଗୋପୀନାଥଙ୍କ ମନ୍ଦିର ନିର୍ମାଣ ପାଇଁ ସୀତାଦେବୀଙ୍କ ଇଚ୍ଛାପତ୍ର

କୋଣାର୍କରେ ମନ୍ଦିର ନିର୍ମାଣ ସମୟରେ ଭାରତର ତଥା ଓଡ଼ିଶାର ବହୁ ବିଶିଷ୍ଟ ବ୍ୟକ୍ତି ବାସ୍ତୁଜ୍ଞାନୀ, ଶାସ୍ତ୍ରଜ୍ଞ, ସାଧୁସନ୍ଥ, ଅନୁଭବୀ ଶିଳ୍ପୀଙ୍କୁ ଗଜପତି ଲାଙ୍ଗୁଳା ନରସିଂହଦେବ ଆମନ୍ତ୍ରଣ...

ବୃହତ୍‌ ଡାଇନୋସର କଙ୍କାଳର ନିଲାମି ହେବ

ପ୍ୟାରିସ୍‌: ଆସନ୍ତା ୧୬ରେ ଫ୍ରାନ୍ସର ପ୍ୟାରିସ୍‌ରେ ବିଶ୍ୱର ସବୁଠୁ ବଡ଼ ଡାଇନୋସରଙ୍କ ମଧ୍ୟରୁ ଅନ୍ୟତମ ଭଲ୍‌କେନ୍‌ର କଙ୍କାଳର ନିଲାମ କରାଯିବ। ଏନେଇ ଫରାସୀ ଅକ୍ସନ ହାଉସ୍‌ ‘କୋଲିନ୍‌...

ଏତେ ବଡ଼ ଜିନ୍ସ !

ଜିନ୍ସର ଫ୍ୟାଶନ୍‌ କାହିଁ କେବେଠୁ ରହି ଆସିଛି। ଖାସ୍‌କରି ଯୁବପିଢିଙ୍କ ମଧ୍ୟରେ ଏହାର କ୍ରେଜ୍‌ ଅଧିକ ଥାଏ। ବହୁତ କମ୍‌ ଲୋକ ଥିବେ ଯେଉଁମାନେ କି...

କଙ୍କାଳ ସହ ପିଇବେ କଫି

ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ର ଏକ ରେଷ୍ଟୁରାଣ୍ଟ ଏବେ ବେଶ୍‌ ଚର୍ଚ୍ଚିତ ହେବାରେ ଲାଗିଛି। ରେଷ୍ଟୁରାଣ୍ଟର ନାଁ ହେଉଛି ‘ଡେଥ୍‌ ଆଓ୍ବେରନେସ୍‌’କାଫେ। ନାଁରୁ ହିଁ ଜାଣିପାରୁଥିବେ ରେଷ୍ଟୁରାଣ୍ଟଟି...

କାହିଁକି ଟ୍ରେନ୍‌ର ରଙ୍ଗ ଲାଲ,ନୀଳ ହୋଇଥାଏ, ଏମାନଙ୍କ ଭିତରେ କ’ଣ ରହିଛି…

ଟ୍ରେନ୍‌ରେ ଯଦି ସବୁଦିନ ଯାତ୍ରା କରୁଛନ୍ତି ତେବେ ନିଶ୍ଚୟ ଲକ୍ଷ୍ୟ କରିଥିବେ ଯେ, ଲାଲ ଓ ନୀଳ ରଙ୍ଗ ଦୁଇପ୍ରକାରର ଟ୍ରେନ୍‌ ଥାଏ। ହେଲେ କେବେ...

ପ୍ରଥମ ରୋଜଗାରରେ ଭଉଣୀ ହାତରେ ପିନ୍ଧାଇଥିଲି…

ମୋ ଗାଁ ହେଉଛି ଢେଙ୍କାନାଳ ଜିଲାର ନିହଲପ୍ରସାଦ। ଗାଁ ସ୍କୁଲରେ ନବମ ପଢିଲା ପରେ କଟକ ଚୌଦ୍ୱାରରେ ଥିବା ମୋ ଭଉଣୀ ଘରେ ରହି ଚୌଦ୍ୱାର...

ଅଣ୍ଡା ବିକି କୋଟିପତି

ବେଙ୍ଗାଲୁରୁ: ସାଧାରଣତଃ କୁକୁଡ଼ା ଫାର୍ମଗୁଡ଼ିକରେ ବଡ଼ ବଡ଼ ପିଞ୍ଜରା ମଧ୍ୟରେ ବହୁ ଶହ କୁକୁଡ଼ାଙ୍କୁ ବନ୍ଦ କରି ରଖାଯାଇଥାଏ। ତେବେ ଏହି ପାରମ୍ପରିକ ପଦ୍ଧତି ପରିବର୍ତ୍ତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri