Posted inଫୁରସତ

ମାଷ୍ଟର୍ସ ବିଶ୍ୱକପ୍‌ ପ୍ରତିଦ୍ୱନ୍ଦ୍ୱିତାରେ ୮୮ ବର୍ଷୀୟାଙ୍କ ଯାଦୁକରି

ଟୋକିଓ: ଗତବର୍ଷ ମାଷ୍ଟର୍ସ ଚାମ୍ପିୟନଶିପ୍‌ରେ ପ୍ରତିଦ୍ୱନ୍ଦ୍ୱିତା କରିବା ପରେ ଜାପାନର କାଟସୁମି ସାଇକି ବିଶ୍ୱର ସର୍ବ ପୁରାତନ ମହିଳା ପ୍ରତିଯୋଗୀ କ୍ରସ ସ୍କାଏର ହୋଇଥିଲେ। ବର୍ତ୍ତମାନ ୮୮ ବର୍ଷ ବୟସରେ ସେ ନିଜ ପ୍ରତିଭାକୁ ବିଶ୍ୱ ମଞ୍ଚକୁ ନେଇ ଅଷ୍ଟ୍ରେଲିଆରେ ୨୦୨୩ ମାଷ୍ଟର୍ସ ବିଶ୍ୱକପ୍‌ରେ ପ୍ରତିଦ୍ୱନ୍ଦ୍ୱିତା କରି ରେକର୍ଡ କରିଛନ୍ତି। ୮୫ରୁ ଅଧିକ ବର୍ଗରେ ପ୍ରବେଶ କରିଥିବା କାଟସୁମି ଏକମାତ୍ର ସ୍କାଏର୍ସ ଥିଲେ। ସେ ନିମ୍ନବର୍ଗର କିଛି ପ୍ରତିଯୋଗୀଙ୍କ ଅପେକ୍ଷା ତାଙ୍କର ଦୁଇଟି ଇଭେଣ୍ଟରେ କମ୍‌ ସମୟ ନେଇଥିଲେ। ୫ କି.ମି. କ୍ଲାସିକ୍‌ ଷ୍ଟାଇସ ଇଭେଣ୍ଟକୁ ସେ ୨୬ ମିନିଟ୍‌ ୨୮ ସେକେଣ୍ଡରେ ଶେଷ କରିଥିଲେ। ୨୦୨୩ ମାଷ୍ଟର୍ସ ବିଶ୍ୱକପ୍‌ରେ ୨ ଜଣ ମହିଳା ଜାପାନୀ ସ୍କାଏରଙ୍କ ମଧ୍ୟରୁ କାଟସୁମି ତାଙ୍କ ଦେଶକୁ ପ୍ରତିନିଧିତ୍ୱ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୌନ ମନ୍ତ୍ରଣାଳୟରୁ ଶୌଚ ମନ୍ତ୍ରଣାଳୟ, ଏହିସବୁ ଦେଶରେ ଅଛି ଅଜବ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୩।୧୧: ବିଭିନ୍ନ ବିଷୟ ଉପରେ ଯୋଜନା ପ୍ରସ୍ତୁତ କରିବା ଏବଂ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଯେକୌଣସି ଦେଶର ସରକାରରେ ମନ୍ତ୍ରଣାଳୟ ରହିଛି। ଉଦାହରଣ...

ଚାକିରି ସ୍ବିଚ୍‌ କଲେ ସାଲାରୀ ଆକାଉଣ୍ଟ କ’ଣ ହୁଏ? ଜାଣି ନିଅନ୍ତୁ…

ସମସ୍ତେ ଭଲ ସୁଯୋଗ ପାଇଲେ ବା ଅଧିକ ଦରମା ପାଇଲେ ଚାକିରି ପରିବର୍ତ୍ତନ କରିଥା’ନ୍ତି । ତେବେ ଏଭଳି କ୍ଷେତ୍ରରେ ସାଲାରୀ ଆକାଉଣ୍ଟ କ’ଣ ହୁଏ...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

କୁକୁଡ଼ା ଆକୃତିର ସବୁଠୁ ବଡ଼ ହୋଟେଲ

ମାନିଲା: ଫିଲିପାଇନ୍ସର ନେଗ୍ରୋସ୍‌ ଅକ୍ସିଡେଣ୍ଟାଲ୍‌ ଶିଳ୍ପାଞ୍ଚଳରେ କୁକୁଡ଼ା ଆକାରରେ ଏକ ବିଶାଳ ହୋଟେଲ ରହିଛି। ନିଜର ବିଶେଷ ଡିଜାଇନ୍‌ ହେତୁ ଏହି ହୋଟେଲର ନାମ ଗିନିଜ୍‌...

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ...

୨.୩୬ ଲକ୍ଷରେ ନିଲାମ ହେଲା କ୍ୱିନ୍‌ ଏଲିଜାବେଥ୍‌-୨ଙ୍କ ବିବାହ କେକ୍‌ ଖଣ୍ଡ

ଲଣ୍ଡନ: ଦୀର୍ଘ ୭୭ ବର୍ଷ ପରେ ବ୍ରିଟେନ୍‌ର ପୂର୍ବତନ ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଏବଂ ପ୍ରିନ୍ସ ଫିଲିପ୍‌ଙ୍କ ବିବାହ କେକ୍‌ର ଏକ ଖଣ୍ଡକୁ ନିଲାମ କରାଯାଇଛି। ୧୯୪୭...

୨୦୪୦ ସୁଦ୍ଧା ଲୁନାର ସ୍ପେସ୍‌ ଷ୍ଟେଶନ୍‌ ନିର୍ମାଣ କରିବ ଇସ୍ରୋ

ନୂଆଦିଲ୍ଲୀ: ମହାକାଶ ଗବେଷଣା କ୍ଷେତ୍ରରେ ଭାରତର ପ୍ରତିବଦ୍ଧତାକୁ ସୁଦୃଢ଼ କରିବା ଦିଗରେ ୨୦୪୦ ସୁଦ୍ଧା ଲୁନାର ସ୍ପେସ୍‌ ଷ୍ଟେଶନ୍‌ ନିର୍ମାଣ କରିବାକୁ ଭାରତୀୟ ମହାକାଶ ଗବେଷଣା...

ପେଟ୍ରୋଲ ପମ୍ପରେ ଏସବୁ ଜିନିଷ ଫ୍ରିରେ ବ୍ୟବହାର କରିପାରିବେ ଆପଣ, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୧୧।୧୧: ଦେଶରେ ପ୍ରତିଦିନ କୋଟି କୋଟି ଯାନବାହାନ ଚଳାଚଳ କରୁଥିବା ଦେଖିବାକୁ ମିଳୁଛି। ଏହି ଯାନଗୁଡ଼ିକରେ ଡିଜେଲ, ପେଟ୍ରୋଲ, ସିଏନଜି ଏବଂ ଇଲେକ୍ଟ୍ରିକ ଯାନ ଅନ୍ତର୍ଭୁକ୍ତ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri