ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରସିଦ୍ଧ ଟେଲି ଅଭିନେତ୍ରୀ ତଥା ‘ଉତ୍‌ରନ’ ଫେମ୍‌ ଟିନା ଦତ୍ତ ତାଙ୍କ ବୋଲ୍ଡ ଫଟୋ ଏବଂ ଭିଡିଓ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଟିନା ପ୍ରତିଦିନ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସେକ୍ସି ଏବଂ ହଟ୍‌ ଫଟୋ ଶେୟାର କରିଥାନ୍ତି। ଏବେ ଇନ୍‌ଷ୍ଟାଗ୍ରାମରେ ଟିନା ତାଙ୍କର କିଛି ବୋଲ୍ଡ ଫଟୋ ଶେୟାର କରିଛନ୍ତି। ଯାହାକୁ ପ୍ରଶଂସକ ଖୁବ୍‌ ପସନ୍ଦ କରିଛନ୍ତି। ଟିନା ଏକ କଳା ରଙ୍ଗର ଡ୍ରେସ୍‌ ପିନ୍ଧି ଖୁବ୍‌ ଆକର୍ଷଣୀୟା ଦେଖାଯାଉଛନ୍ତି। ସେ ଏହି ଫଟୋଗୁଡ଼ିକ ସମୁଦ୍ରକୂଳରେ ଉଠାଇଛନ୍ତି। ଟିନାଙ୍କ ଏହି ଆଉଟ୍‌ ଫିଟ୍‌ ଦର୍ଶକଙ୍କ ହୃଦୟରେ ନିଆଁ ଲଗାଇ ଦେଇଛି।

Share