ଗୁରୁବାର ସୁଦ୍ଧା ଏସବୁ ଜିଲାରେ କାଳବୈଶାଖୀ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଅପରାହ୍ନରେ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ,ଗଜପତି, କନ୍ଧମାଳ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଢେଙ୍କାନାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି।...

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୪: ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭେଟିଛନ୍ତି। ନର୍ଥ ବ୍ଲକ୍‌ରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଯାଇ ମୁଖ୍ୟମନ୍ତ୍ରୀ...

ଏଣିକି ଇପିଏଫଓ UAN କାର୍ଯ୍ୟକାରୀ କରିବା ହେଲା ସହଜ, ଆସିଲା ନୂଆ ଫିଚର

ନୂଆଦିଲ୍ଲୀ,୯।୪: ଆଧାର-ଆଧାରିତ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି (ଏଫଏଟି) ଏହାର ଅତିରିକ୍ତ ସୁରକ୍ଷା ପାଇଁ ପ୍ରତିଷ୍ଠାନଗୁଡ଼ିକ ମଧ୍ୟରେ ଲୋକପ୍ରିୟ ହେବାରେ ଲାଗିଛି। ବର୍ତ୍ତମାନ, କର୍ମଚାରୀ ଭବିଷ୍ୟନିଧି ପାଣ୍ଠି...

ଅସହ୍ୟ ହେଲା ଋଣଭାର, ବିଷ ପିଇ ଜୀବନ ହାରିଲେ ଦମ୍ପତି

ପୁରୁଷୋତ୍ତମପୁର,୯ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାରରେ...

କାନ୍ଦୁଛି ପାକିସ୍ତାନ, ଆତଙ୍କବାଦର ଜନକ ଏବେ…

ଇସଲାମାବାଦ,୯।୪: ସାରା ବିଶ୍ୱରେ ଆତଙ୍କବାଦ ବିସ୍ତାର କରୁଥିବା ପାକିସ୍ତାନ ଏବେ ନିଜେ ଆତଙ୍କବାଦ ଦ୍ୱାରା ବିଚଳିତ। ଆତଙ୍କବାଦର ମାଷ୍ଟରମାଇଣ୍ଡ ପାକିସ୍ତାନ କାନ୍ଦୁଛି। ସୂଚନାଅନୁଯାୟୀ, ପାକିସ୍ତାନର ପରାମର୍ଶଦାତା...

କାଲିଠାରୁ ବରଗଡ଼ ଜିଲାରେ ସକାଳୁଆ ଅଫିସ, ହେବନି ମଧ୍ୟାହ୍ନଭୋଜନ ବିରତି

ବରଗଡ଼,୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆସନ୍ତା ୧୦ତାରିଖ ଅର୍ଥାତ୍‌ ଗୁରୁବାରରୁ ସମସ୍ତ ସରକାରୀ ଅଫିସରେ ସକାଳୁଆ କାର୍ଯ୍ୟ ଚାଲିବ। ସକାଳ ୭ଟାରୁ ସରକାରୀ ଅଫିସଗୁଡ଼ିକ ଖୋଲି...

ଟ୍ରମ୍ପଙ୍କୁ ମୁହଁତୋଡ ଜବାବ ଦେଲା ଚାଇନା, ଲଗାଇଲା ୮୪% ଟାରିଫ୍

ନୂଆଦିଲ୍ଲୀ,୯।୪: ବୁଧବାର କାର୍ଯ୍ୟକାରୀ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସଦ୍ୟତମ ପାରସ୍ପରିକ ଶୁଳ୍କ ପ୍ରତି ଜବାବରେ ଚାଇନା ୮୪% ଶୁଳ୍କ ଲାଗୁ କରିବାକୁ ଘୋଷଣା...

୬ ଦଫା ଦାବି ନେଇ ଜେଲ୍‌ ଭରୋ ଆନ୍ଦୋଳନ

ଛତ୍ରପୁର,୯ା୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଭାରତ ମୁକ୍ତି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ପକ୍ଷରୁ ୬ ଦଫା ଦାବି ନେଇ ବୁଧବାର ଗଞ୍ଜାମ ଜିଲା ଛତ୍ରପୁରଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image