Categories: ଜାତୀୟ

ଥରିଲା ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ

ପୋର୍ଟ ବ୍ଲେୟାର, ୧୧।୮: ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ, ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରେ ୪.୩ ତୀବ୍ରତାର ଭୂକମ୍ପ ଘଟିଛି। ଏହାପୂର୍ବରୁ ଜୁଲାଇ ୨୮ରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ୫.୮ ତୀବ୍ରତାର କମ୍ପନ ଅନୁଭୂତ ହୋଇଥିଲା।

Share