୯ରୁ ୨ଟା ଯାଏ ଖୋଲିବ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ସ୍ବାଭାବିକ ଭାବେ ଜୁନ୍‌ ୨୭ରୁ ମାର୍ଚ୍ଚ ୩୧ ମଧ୍ୟରେ ସକାଳ ୯ଟାରୁ ମଧ୍ୟାହ୍ନ ୨ଟା ଯାଏ ଖୋଲା ରହିବ। ସେହିପରି ଏପ୍ରିଲ ପହିଲାରୁ ଜୁନ୍‌ ୨୬ ତାରିଖ ମଧ୍ୟରେ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ। ତେବେ ସ୍କୁଲ ସମୟ ସ୍ବାଭାବିକ ଭାବେ ସକାଳ ୭ଟାରୁ ୧୨ଟା ଓ ଖରାଦିନେ ସକାଳ ୬ଟାରୁ ୧୧ଟା ଧାର୍ଯ୍ୟ କରାଯାଇଛି। ଏ ନେଇ ଗୁରୁବାର ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଉକ୍ତ ସମୟ ଅନୁଯାୟୀ ଅଙ୍ଗନଓ୍ବାଡ଼ି କାର୍ଯ୍ୟ ପରିଚାଳନା ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କ ପାଇଁ ପ୍ରଶାସନର ବଡ଼ ପକ୍ଷକ୍ଷେପ: ବଦଳିବ କଫି ବଗିଚାର ରୂପରେଖ, ସପ୍ତାହକ ମଧ୍ୟରେ ହେବ…

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ପାଇଁ ବ୍ଲକ ଓ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ଯୋଜନା ପ୍ରସ୍ତୁତ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକକୁ...

ମୋଦିଙ୍କ ପ୍ରଶଂସାରେ ଶତମୁଖ ସିଦ୍ଧାନ୍ତ: କହିଲେ, ତାଙ୍କ ସହ ପଦେ କଥା ହେଲେ…

ଭୁବନେଶ୍ୱର,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍‌ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ...

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଖାଇଲେ ଖାଣ୍ଟି ଓଡ଼ିଆ ଖାଦ୍ୟ, ଜହ୍ନି ଆଳୁ ରାଇଠୁ ଆରମ୍ଭ କରି…

ଭୁବନେଶ୍ୱର,୩୦ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆୟୋଜିତ ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ ଯୋଗ ଦେଇଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ରହଣି...

ମଞ୍ଚରେ ବସିଲେନି, ମାଇକ୍‌ ଧରି ବୁଲିଲେ ମୋଦି: କାର୍ଯ୍ୟକର୍ତ୍ତାଙ୍କୁ ଶୁଣାଇଲେ ଝିଅ-ବୋହୂ ଥିଓରି

ଭୁବନେଶ୍ୱର,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିକାଲି ୩ ଦିନିଆ ଓଡ଼ିଶା ଗସ୍ତରେ ଅସିଛନ୍ତି। ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ...

ହାଇକୋର୍ଟଙ୍କ ଦୁଇଟି ଆଦେଶନାମାକୁ ନେଇ ଅଞ୍ଚଳବାସୀଙ୍କ ମନରେ ଦ୍ୱନ୍ଦ୍ୱ

କେସିଙ୍ଗା,୩୦ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ବିଭିନ୍ନ ଦୁର୍ନୀତି ଅଭିଯୋଗ ଆଣି ୧୧ ଜଣ...

ଡିଜିପି ସମ୍ମିଳନୀ:ଲୋକସେବା ଭବନରେ ପହଞ୍ଚିଲେ ମୋଦି, ଶାହା

ଭୁବନେଶ୍ୱର,୩୦।୧୧: ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଶନିବାର ରାଜଭବନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ୍‌ ଶାହା, ଜାତୀୟ ସୁରକ୍ଷା ପରାମର୍ଶଦାତା...

ଗୁରୁମନ୍ତ୍ର ଦେଉ ଦେଉ ବିଳମ୍ବ କରିଦେଲେ ମୋଦି: ୨ ଘଣ୍ଟାର କାର୍ଯ୍ୟସୂଚୀ ଥିଲା, ସାଢେ ୩ ଘଣ୍ଟା ରହିଲେ

ଭୁବନେଶ୍ୱର, ୩୦ା୧୧(ସୁନିତ୍‌ ମିଶ୍ର):୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ...

ମାଡ଼ିଆସୁଛି ବାତ୍ୟା ‘ପେଙ୍ଗାଲ’: ଆଜି ୧୭ ଜିଲାରେ ବର୍ଷିବ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ବାତ୍ୟାର ନାଁ ‘ଫେଙ୍ଗାଲ’ ରଖାଯାଇଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri