ଆଗରପଡ଼ାରେ ହେଲା ଆଣ୍ଟିଜେନ୍‌ ଟେଷ୍ଟ: ଜାଣନ୍ତୁ କେତେ ହେଲେ ପଜିଟିଭ୍‌

ବନ୍ତ,୧୬।୮(ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶନିବାର କରୋନା ପରୀକ୍ଷଣ କ୍ୟାମ୍ପ ପଡ଼ଇଥିଲା। ଏଥିରେ ୪୯ ଜଣଙ୍କର ଆଣ୍ଟିଜେନ୍‌ ପରୀକ୍ଷା କରାଯାଇଥିଲାା ସେଥିମଧ୍ୟରୁ ଗୋପିନାଥପୁର ପଞ୍ଚାୟତ ଅଧୀନ ଶ୍ରୀରାମପୁରରେ ୩ ଓ ବଡ଼ସନ୍ଦାଡୋରେ ୨ ଜଣ ପଜିଟିଭ୍‌‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି।

Share