ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫ ଶହ ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ଟଙ୍କା ନେବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡିବସିଥିଲା। ହେଲେ ଏଏସ୍‌ଆଇ ଖେମୁଣ୍ଡୁ ଭିଜିଲାନ୍ସ ବିଭାଗକୁ ଚକ୍‌ମା ଦେଇ ଥାନାରୁ ଚମ୍ପଟ ମାରିଥିଲେ। ଭିଜିଲାନ୍ସ ବିଭାଗ ୩୫ ଶହ ଟଙ୍କା ଜବତ କରି ଗ୍ରାମରକ୍ଷୀଙ୍କୁ ଅଟକ ରଖି ଏଏସ୍‌ଆଇଙ୍କୁ ଧରିବାକୁ ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ବାଭାବିକ ସ୍ଥିତି: ଦିନରେ ତାତି, ରାତିରେ କାକର

ଧରାକୋଟ,୧୧ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ ଉପରେ ରହୁଛି। ହେଲେ ଗଞ୍ଜାମ ଜିଲାର ଧରାକୋଟ...

ବଢ଼ିଲା ମୁଖ୍ୟମନ୍ତ୍ରୀ ଆର୍ଥିକ କ୍ଷମତା: ଏଣିକି ୧୦୦ କୋଟି ଟଙ୍କା ପର୍ଯ୍ୟନ୍ତ ମଞ୍ଜୁରୀ କରିପାରିବେ, ମନ୍ତ୍ରୀ, ସଚିବଙ୍କ ହେଲା ସୁବିଧା

ଭୁବନେଶ୍ୱର,୧୧।୩: ନିର୍ଣ୍ଣୟ ଗ୍ରହଣକୁ ସୁବ୍ୟବସ୍ଥିତ କରିବା ଏବଂ ସ୍ୱଚ୍ଛତା ବୃଦ୍ଧି କରିବା ପାଇଁ ଓଡିଶା ସରକାର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ ବରିଷ୍ଠ ଅମଲାଙ୍କ ପାଇଁ ଆର୍ଥିକ...

ରାତି ଅଧରେ ୧୫୦ ଊର୍ଦ୍ଧ୍ୱ ମଇଁଷ ଗୋଠ ଯାଉଥିଲେ କୁଆଡେ, କାବୁକଲା ପୋଲିସ, ୬ ଅଟକ

ମୋରଡା,୧୧।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବର୍ଷ ତମାମ ବେଆଇନ ଗୋ ଏବଂ ମଇଁଷି ଚାଲାଣ ହେଉଥାଏ। ସୋମବାର ବିଳମ୍ବିତ ରାତିରେ ମୋରଡ଼ା...

ଗୃହରେ ହାତାହାତି ହେଲେ ଜୟନାରାୟଣ, ତାରା

ଭୁବନେଶ୍ୱର,୧୧।୩: ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ପ୍ରଥମେ ମୋ...

ଆଜିଠୁ ଲକ୍ଷ୍ୟପତି ଦିଦିଙ୍କୁ ମିଳିବ ଟ୍ରେନିଂ

ଭୁବନେଶ୍ୱର,୧୧।୩ ଆଜିଠୁ ସମସ୍ତ ଜିଲାରେ ଲକ୍ଷପତି ଦିଦି’ କର୍ମଶାଳା ଆରମ୍ଭ ହୋଇଛି । ଏହି କର୍ମଶାଳାରେ ସମ୍ଭାବ୍ୟ ଲକ୍ଷପତି ଦିଦି’ଙ୍କୁ ପ୍ରଶିକ୍ଷଣ ଦିଆଯିବ। ଲକ୍ଷପତି ଦିଦି’ଙ୍କ...

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଥାନାରେ ଏତଲା ଦେଲେ ଯୁବତୀ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର): ବିବାହର ନିର୍ଭର ପ୍ରତିଶ୍ରୁତି ଦେଇ ପ୍ରତାରଣା କରାଯାଇଥିବା ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀ ଏତଲା ଦେଇଛନ୍ତି।...

ଗତ ୯ ମାସରେ ଏତିକି କୋଟି ଟଙ୍କା ଋଣ କରିଛନ୍ତି ମୋହନ ସରକାର, ବିଧାନସଭାରେ ରଖିଲେ ତଥ୍ୟ

ଭୁବନେଶ୍ୱର,୧୧।୩: ଗତ ୯ ମାସରେ ଓଡ଼ିଶାର ଭାଜପା ସରକାର ବିଭିନ୍ନ ଉତ୍ସରୁ ୨୧,୦୦୦ କୋଟି ଟଙ୍କାରୁ ଅଧିକ ଋଣ ସଂଗ୍ରହ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ...

ଅଟୋକୁ ଧକ୍କାଦେଲା ବାଇକ୍‌ : ମେଡିକାଲରେ ଆଖିବୁଜିଲେ ଜଣେ, ମୃତ୍ୟୁସହ ସଙ୍ଗ୍ରାମ କରୁଛନ୍ତି…

ପଟ୍ଟାଙ୍ଗି,୧୧।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ମାଳିପୁଟ ଛକ ତଥା ଜାତୀୟ ରାଜପଥ ଉପରେ ଏକ ଅଟୋ ସହ ମୋଟର ସାଇକେଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri