ଏଟିଏମ୍‌ ଲୁଟ୍‌ ପରେ ଜାଳିଦେଲେ

ବାଲେଶ୍ୱର ଅଫିସ,୨୫ା୨: ବାଲେଶ୍ୱର ଜିଲା ବସ୍ତା ଥାନା ରାଜଘାଟର ପବନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ଏଟିଏମ ଲୁଟ୍‌ ପରେ ଗୁରୁବାର ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ଗ୍ୟାସ୍‌ କଟର ପଡ଼ିଛି। ପୋଲିସ ଶୁକ୍ରବାର ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଓକିଲ ସଂଘ ନିର୍ବାଚନ: ସଭାପତି, ସମ୍ପାଦକ ପଦବୀ ଲାଗି ଦ୍ୱିମୁଖୀ ପ୍ରତିଦ୍ୱନ୍ଦିତା

ଛତ୍ରପୁର,୧୩।୩(ସନ୍ତୋଷ ପାଢୀ): ଛତ୍ରପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଲାଗି ଚୂଡାନ୍ତ ପ୍ରାର୍ଥି ତାଲିକା ଗୁରୁବାର ପ୍ରକାଶ ପାଇଛି । ଉଭୟ ସଭାପତି ଓ ସମ୍ପାଦକ...

ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର

ଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ (...

ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର

କଟକ,୧୩।୩: ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା(OJS-୨୦୨୩) ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ସୋମେଶ ରଣବିଜୁଳି OJS-୨୦୨୩ ଟପ୍ପର ହୋଇଛନ୍ତି। ଏନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି।...

ଅନ୍‌ଲାଇନ ଗେମ୍‌ରୁ ଜୀବନ ହାରିଲେ ଛାତ୍ରୀ

ରାୟଗଡ଼ା,୧୩।୩: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ...

ହୀରାକୁଦ ଡ୍ୟାମରେ ଗାଧୋଇବା ବେଳେ ଭାସିଗଲେ VSSUT ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର

ସମ୍ବଲପୁରର,୧୩।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ ଗାଧୋଇବା ସମୟରେ...

‘ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ଆବାସ ସର୍ଭେ, ଆହୁରି ଅଧିକ ହେବ ପଞ୍ଜୀକରଣ’

ଭୁବନେଶ୍ୱର,୧୩ା୩: ଆବାସ ସର୍ଭେକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଏହି ଆବାସ ସର୍ଭେ ହେବ।...

କଂଗ୍ରେସ ସହ ମେଣ୍ଟ କରିବ ବିଜେଡି: ଭାଜପା ବିଧାୟକଙ୍କ ବିସ୍ଫୋରକ ବୟାନ, ରାଜନୀତିରେ ଚହଳ

ଭୁବନେଶ୍ୱର,୧୩।୩: ନବୀନ ପଟ୍ଟନାୟକଙ୍କୁ ଭାଜପା ବିଧାୟକ ସରୋଜ ପାଢ଼ୀ ଟାର୍ଗେଟ୍‌ କରିଛନ୍ତି। ଭାଜପା ବିଧାୟକ କହିଛନ୍ତି, ବିଜେଡି ସଂଗଠନ ଭୁଶୁଡ଼ିବାରେ ଲାଗିଛି, ତେଣୁ ତାକୁ ବଞ୍ଚାଇବାକୁ...

ରାଜା ଚକ୍ରଙ୍କୁ ନେଇ ବଦ୍ରିଙ୍କ ବିସ୍ଫୋରକ ବୟାନ, କହିଲେ ମୁଁ ଆଗରୁ ଏନେଇ ନବୀନ…

ଭୁବନେଶ୍ୱର,୧୩ା୩: ରାଜା ଚକ୍ର ଗୁରୁବାର ଗିରଫ ହେବା ପରେ ବରିଷ୍ଠ ନେତା ବଦ୍ରି ପାତ୍ର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image