ମାଣ୍ଡିପଙ୍କାବାସୀଙ୍କ ମୌଳିକ ସମସ୍ୟା ବୁଝି ଜିଲାପାଳଙ୍କୁ ରିପୋର୍ଟ କରିବ ସ୍ବେଚ୍ଛାସେବୀ ମହାସଂଘ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାସଂଘର କର୍ମକର୍ତ୍ତା ପକ୍ଷରୁ ଏକ ୪ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଦଳ  ରବିବାର ମାଣ୍ଡିପଙ୍କା ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ୨ ମୃତକଙ୍କ ପରିବାର ଓ  କଟକ ଓ ବ୍ରହ୍ମପୁରରେ ଚିକିତ୍ସାଧୀନ ଥିବା ଗୁରୁତରଙ୍କ ପରିବାର ଲୋକଙ୍କୁ ଭେଟି ସତ୍ୟ ଅନୁସନ୍ଧାନ କରିଛନ୍ତି। ଏଥିସହ କେଉଁ ପରିସ୍ଥିତିରେ ଆମ୍ବଟାକୁଆ ଖାଇଛନ୍ତି କିଭଳି ତାହା ପ୍ରସ୍ତୁତ ହୋଇଥିଲା ଓ କେତେ ପରିବାର ସହ କେତେ ସଂଖ୍ୟକ ଲୋକ ଖାଇଥିଲେ ଏବଂ ସେମାନଙ୍କ ପରିସ୍ଥିତି କିଭଳି ରହିଛି ସେ ସମ୍ପର୍କରେ ଲୋକଙ୍କ ସହ ଆଲୋଚନା କରିଥିଲେ। ଏଥିସହ ମାଣ୍ଡିପଙ୍କା ଲୋକଙ୍କ ମୌଳିକ ସୁବିଧା କ’ଣ ସବୁ ଆବଶ୍ୟକ ରହିଛି ଲୋକଙ୍କ ରୋଜଗାର କ’ଣ ରହିଛି ଏସବୁ ସତ୍ୟ ଅନୁସନ୍ଧାନ କରି ଫେରିଛନ୍ତି।

ମହାସଂଘ ପକ୍ଷରୁ କୁହାଯାଇଛି, ସମସ୍ତ ଘଟଣା ଉପରେ ଦଳ ସତ୍ୟର ସନ୍ଧାନ କରିଛି। ଯାହାକି ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଦିଆଯିବା ସହ ମହାସଂଘ ସିଧା ଜିଲାପାଳଙ୍କ ସହ ଆଲୋଚନା କରିବ ବୋଲି ମହାସଂଘର ସଦସ୍ୟ ତଥା ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ଜନ ବିକାଶର ସମ୍ପାଦକ ମଦନ ଶୁଆଲସିଂ ପ୍ରମୁଖ କହିଛନ୍ତି। ଏହି ଦଳରେ ଅନ୍ୟମାନଙ୍କ ମଧ୍ୟରେ ଆମ ଗାଁ ସ୍ବେଚ୍ଛାସେବୀ ଅନୁଷ୍ଠାନର ସମ୍ପାଦକ କିଶୋର ବଳିୟାରସିଂ ଏବଂ ସ୍ବାତୀ ଅନୁଷ୍ଠାନର ସଂଯୋଜକ ଦେବାଶିଷ ନାୟକ ପ୍ରମୁଖ ଘଟଣାସ୍ଥଳକୁ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେଲା ଅଚଳ ବିଦ୍ୟାଳୟରେ ଥିବା ସୋଲାର ଟାଙ୍କି, ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଲାଗି ଘୋର ସମସ୍ୟା

କେସିଙ୍ଗା,୨୧।୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଧୀନସ୍ଥ କିକିଆ ଗ୍ରାମସ୍ଥିତ ବାପୁଜୀ ସରକାରୀ ଉ.ପ୍ରା. ବିଦ୍ୟାଳୟ ୨୦୦୪ ମସିହାରେ ସ୍ଥାପିତ ହୋଇଛି।...

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ/ପଟ୍ଟାଙ୍ଗି,୨୧।୪(ଅମିତାଭ ବେହେରା/ଶରତ କୁମାର ଧଳ): କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟକାରିତା ପାଇଁ କୋରାପୁଟ ଜିଲାପାଳ ଭି କୀର୍ତି...

ପୂର୍ବତନ ଡିଜିପିଙ୍କୁ ମାଛ ଖାଇବାକୁ ଦେଇ ଛୁରୀ ଭୁସି ଦେଇଥିଲେ ସ୍ତ୍ରୀ, ତଦନ୍ତରୁ ହେଲା ବଡ଼ ଖୁଲାସା

ବେଙ୍ଗାଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓମ ପ୍ରକାଶଙ୍କ ହତ୍ୟା ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏବେ ସୂଚନା ଆସିଛି...

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ...

୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ 

ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ...

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ...

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ...

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image