ଜନବସତି ମୁହାଁ ଭାଲୁ, ଲୋକେ ଭୟଭୀତ

କୋକସରା,୬ା୪(ଡି.ଏନ.ଏ): ଜଙ୍ଗଲ ନଷ୍ଟ କାରଣରୁ ହେଉ ଅବା ଖାଦ୍ୟ ଅନ୍ବେଷଣରେ ଏବେ ଜନ ବସତିମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ପ୍ରଚଣ୍ଡ ଖରା ଯୋଗୁ ଏବେ ଜଙ୍ଗଲରେ ଖାଦ୍ୟର ଅଭାବ ସାଙ୍ଗକୁ ଜଙ୍ଗଲରେ ନିଆଁ ଲାଗୁଥିବା ଯୋଗୁ ଗାଁ ମୁହାଁ ହୋଇଛି ଭାଲୁ । ମହୁଳ ଫୁଲ ଖାଇବା ପାଇଁ ମଧ୍ୟ ଭାଲୁ ଗାଁ ନିକଟବର୍ତ୍ତୀ ଅଞ୍ଚଳକୁ ଆସୁଥିବା ଦେଖିବାକୁ ମିଳିଛି । ବୁଧବାର ସକାଳେ କୋକସରା ବ୍ଲକ ଝରିଆଗୁଡ଼ା ଚାଷଜମି ନିକଟରେ ଏକ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଗାଁ ନିକଟରେ ଭାଲୁ ଥିବା ଦେଖି ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଛି। ଏ ନେଇ ଗ୍ରାମବାସୀ ଫରେଷ୍ଟରଙ୍କୁ ଖବର ଦେବା ପରେ ବନ୍ୟ କର୍ମଚାରୀ ପହଞ୍ଚି ଭାଲୁଙ୍କ ଗତିବିଧି ଉପରେ ନଜର ରଖିଛନ୍ତି । ଭାଲୁ ଗାଁ ନିକଟରେ ଥିବା କାଜୁ ବଗିଚା ମଧ୍ୟରେ ରହିଛି। ବେହେରା ଫରେଷ୍ଟର ଫାଲ୍‌ଗୁନୀ ମେହେରଙ୍କୁ ପଚାରିବାରୁ ସକାଳ ହେବାରୁ ଭାଲୁ କୁଆଡ଼େ ଯାଇ ନ ପାରି ରହିଯାଇଛି, ଆମେ ତାର ଗତିବିଧି ଉପରେ ନଜର ରଖିଛୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ...

ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼

ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ...

ଓଡ଼ିଆ ଭାଷା-ସଂସ୍କୃତି ହେଉଛି ଆମର ସ୍ବତନ୍ତ୍ର ପରିଚୟ

ରାଇକିଆ, ୨।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚ ତରଫରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି । ସଭାପତି ଦୁର୍ଯ୍ୟୋଧନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଭଡ଼ା ଘରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ମାଡ଼ବସିଲା ପୋଲିସ

ରାଉରକେଲା,୨।୪(ଦିନେଶ ମିଶ୍ର):ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟ୍‌କୁ ପୋଲିସ ମଙ୍ଗଳବାର ଠାବ କରିଛି। ଏହି ଘଟଣାରେ...

କେନାଲକୁ ଖସିଲା କାର୍‌: କଟକ ବିଜେଡି ଉପସଭାପତି ମୃତ

ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍‌ କେନାଲ ଭିତରକୁ ଖସିପଡ଼ିଛି।...

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨ା୪ (ପି.ଟି.):ଆଇନଗତ ପ୍ରକ୍ରିୟାର ଅନୁପାଳନ ନ କରି ବେଆଇନ ଭାବେ ଘର ଭଙ୍ଗାଯିବା ଘଟଣାରେ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ଏବଂ ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ...

ଟଙ୍କା ଅପେକ୍ଷାରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ: ଆଗେଇପାରୁନି ଫେରସ୍ତ ପ୍ରକ୍ରିୟା

ଭୁବନେଶ୍ୱର,୨ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ଭବିଷ୍ୟତ ଏକପ୍ରକାର ଅନ୍ଧାର ଭିତରେ ରହିଛି। ଅନେକ ଲକ୍ଷ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ, ଯେଉଁମାନେ ନିଜ କଷ୍ଟ ଉପାର୍ଜିତ ଅର୍ଥକୁ ଚିଟ୍‌ଫଣ୍ଡ...

ହୁ ହୁ ହୋଇ ବଢୁଛି ସୁନା ଦର: ୯୪ ହଜାର ଟପିଲା

ନୂଆଦିଲ୍ଲୀ,୨ା୪(ପି.ଟି.):ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image