ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ହଟିଲା ୫ଟି ଚାର୍ଟର

ଭୁବନେଶ୍ୱର,୭।୮: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟର ସମସ୍ତ ବର୍ଗର କ, ଖ ଏବଂ ଗ କର୍ମଚାରୀଙ୍କ ପାଇଁ ଅଦ୍ୟ ବିଦ୍ୟମାନ ଥିବା PAR/CCR ଫରମାଟରୁ ୫ଟି ଚାର୍ଟର ପ୍ରତ୍ୟାହାର କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

ବିଜ୍ଞପ୍ତିରେ କୁହାଯାଇଛି ଯେ, ରାଜ୍ୟ ସରକାର ହୃଦୟଙ୍ଗମ କଲେ ଯେ, ବର୍ତ୍ତମାନ ପରିପ୍ରେକ୍ଷୀରେ ୫ଟି ଚାର୍ଟର ଓ ମୋ ସରକାରର କୌଣସି ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ନାହିଁ। ଏହି ଉପାଦାନଗୁଡିକ ରାଜ୍ୟର ସମସ୍ତ ବର୍ଗର କ,ଖ, ଏବଂ ଗ କର୍ମଚାରୀଙ୍କ ପାଇଁ PAR/CCR ଫରମାଟରୁ ପ୍ରତ୍ୟାହାର କରାଯାଉଛି। ୨୦୧୯-୨୦ ପୂର୍ବରୁ ପ୍ରଚଳିତ PAR/CCR ଫରମାଟକୁ ୨୦୨୪-୨୫ ଠାରୁ ପୁନଶ୍ଚ ପ୍ରଚଳନ କରିବାକୁ ସରକାର ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri