ରାଜ୍ୟ ସରକାରଙ୍କ ବଡ ଘୋଷଣା, ବଢିଲା କଳା-ଖେଳ ଶିକ୍ଷକଙ୍କ ଦରମା

ଭୁବନେଶ୍ୱର,୨।୩(ଅସମାପିକା ସାହୁ): ଶୁକ୍ରବାର ଗଣ ଶିକ୍ଷକଙ୍କ ଦରମା ବୃଦ୍ଧି କରିବା ପରେ ରାଜ୍ୟ ସରକାର ନବୀନ ପଟ୍ଟନାୟକ ରାଜ୍ୟର ଖେଳ ଶିକ୍ଷକଙ୍କ ଦରମା ବଢାଇଛନ୍ତି। ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୂରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଶିକ୍ଷକମାନେ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏଥିସହ ଅନ୍ୟ ସରକାରୀ କର୍ମଚାରୀମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନେ ଆବଶ୍ୟକସ୍ଥଳେ ମାତୃତ୍ୱ ଛୁଟି ମଧ୍ୟ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟିଲୋ ନୀଳମାଧବଙ୍କୁ ପୂଜା କଲେ ରାଷ୍ଟ୍ରପତି

ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ...

ବିଦେଶରେ ବଢ଼ୁଛି ଓଡ଼ିଶା ଆମ୍ବର ଚାହିଦା: ଏଣିକି ବିଦେଶକୁ ଆମ୍ବ ଯୋଗାଇବ ଓଡ଼ିଶା

ଭୁବନେଶ୍ୱର,୨୪।୩: ବିଦେଶକୁ ଆମ୍ବ ଯୋଗାଇବ ଓଡ଼ିଶା। ଏନେଇ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ରାଜ୍ୟ ସରକାରଙ୍କ ସହ ଏକ ଏନ୍‌ଜିଓ ସହ ଚୁକ୍ତି ସ୍ବାକ୍ଷରିତ ହୋଇଛି।...

ଆଗକୁ ଓଡ଼ିଶାରେ ଅସହ୍ୟ ଗରମ: ୩ ଦିନ ମଧ୍ୟରେ ୪୦ ଡିଗ୍ରୀ ଅତିକ୍ରମ କରିବ ତାପମାତ୍ରା

ଭୁବନେଶ୍ୱର,୨୪।୩: କାଳବୈଶାଖୀ ପ୍ରଭାବରେ ଓଡ଼ିଶାର ବିଭିନ୍ନ ପ୍ରବଳ ବର୍ଷା ଏବଂ ବଜ୍ରପାତ ପରେ, ଓଡ଼ିଶାରେ ପୁଣି ଥରେ ଉଷ୍ମ ପାଗ ଫେରିବାକୁ ଯାଉଛି, ଯାହା ଆଗାମୀ...

ବିଦ୍ୟୁତ ଶୁଳ୍କ ଘୋଷଣା ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ଜାଣନ୍ତୁ ଏଥର କେତେ ବଢ଼ିଛି କେତେ କମିଛି

ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିଛି। ଏହି ବିଦ୍ୟୁତ ଶୁଳ୍କକୁ...

କାହିଁକି ନିରଞ୍ଜନ କହିଲେ ନିର୍ବାଚନ ଲଢ଼ିବେନି….

ଭୁବନେଶ୍ୱର,୨୪।୩: ଏଣିକି ଆଉ ନିର୍ବାଚନ ଲଢ଼ିବେ ନାହିଁ କଂଗ୍ରେସର ବରିଷ୍ଠ  ନେତା ତଥା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ସେ  ଆଉ ନିର୍ବାଚନ ଲଢ଼ିବି...

କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।...

ସ୍ତ୍ରୀ ଆତ୍ମହତ୍ୟା ଧମକ ଦେବା, ଝଗଡ଼ା କରିବା ସ୍ୱାମୀଙ୍କୁ ଏକ ପ୍ରକାର ବ୍ଲାକମେଲିଂ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୨୪ା୩: ଜଣେ ସ୍ତ୍ରୀ ବାରମ୍ବାର ଆତ୍ମହତ୍ୟା ଏବଂ ଝଗଡ଼ା କରିବାକୁ ଧମକ ଦେବା କେବଳ ଅତ୍ୟାଚାର ନୁହେଁ ବରଂ ସ୍ୱାମୀଙ୍କ ପ୍ରତି ମାନସିକ ଅତ୍ୟାଚାରର ବୋଲି...

ରାଜଧାନୀରେ ନକଲି ପୋଲିସ ଅଫିସର-କନଷ୍ଟେବଲ ଗିରଫ, ଲକ୍ଷାଧିକ ନକଲି ଟଙ୍କା ଜବତ

ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image