Posted inଜାତୀୟ

କଂଗ୍ରେସ-ବିଆରଏସ ପରିବାରବାଦର ସବୁଠାରୁ ବଡ ପ୍ରତୀକ: ମୋଦି

ହାଇଦ୍ରାବାଦ୍‌,୧୨୬।୧୧: ନଭେମ୍ବର ୩୦ରେ ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏହାପୂର୍ବରୁ ଏଠାରେ ଭାଜପା ଜୋରଦାର ପ୍ରଚାର କରୁଛି। ଭାଜପାର ସାଧାରଣ ସଭାରେ ସମ୍ବୋଧିତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ମେଡକ ଏବଂ ଟୁପ୍ରାନରେ ପହଞ୍ଚିଥିଲେ। ସେ କଂଗ୍ରେସ ଏବଂ ଶାସକ ଭାରତ ରାଷ୍ଟ୍ର ସମିତି (ବିଆରଏସ)କୁ ଟାର୍ଗେଟ୍‌ କରିଥିଲେ। ସେ କହିଛନ୍ତି, ଦୁଇ ଦଳ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ। କଂଗ୍ରେସ ଦେଶରେ ସୁଲତାନସାହିଙ୍କୁ ପ୍ରୋତ୍ସାହିତ କରୁଥିବାବେଳେ ବିଆରଏସ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ନିଜାମଶାହୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି।
ଟୁପ୍ରାନ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, କଂଗ୍ରେସ ଏବଂ ବିଆରଏସ ହେଉଛି ପରିବାରବାଦର ସବୁଠାରୁ ବଡ ପ୍ରତୀକ। ବୋଫର୍ସ ଠାରୁ ଆରମ୍ଭ କରି ହେଲିକପ୍ଟର ସ୍କାମ ପର୍ଯ୍ୟନ୍ତ ସବୁ ଜିନିଷରେ ଲାଞ୍ଚ ନେବା କଂଗ୍ରେସର ସମ୍ପୂର୍ଣ୍ଣ ରେକର୍ଡ ରହିଛି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର୍‌ ମଧ୍ୟ ସ୍ବୀକାର କରିଛନ୍ତି ଯେ ତାଙ୍କ ବିଧାୟକମାନେ ୩୦% କମିଶନ ନିଅନ୍ତି। କଂଗ୍ରେସର ରାଜ ପରିବାରର ଅଧିକାଂଶ ଲୋକ ମଧ୍ୟ ଅନେକ ଦୁର୍ନୀତି ମାମଲାରେ ଜାମିନରେ ଅଛନ୍ତି। କେକେଆରଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଅନେକ ଦୁର୍ନୀତି ମାମଲାରେ ଯାଞ୍ଚ୍‌ କରାଯାଉଛି। ତେଣୁ ଏହି ଦୁଇ ଦଳଠାରୁ ସର୍ବଦା ଦୂରେଇ ରହିବା ଆବଶ୍ୟକ।

 

 


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri