ଶଟ୍‌ ସର୍କିଟ ଲାଗି ଜଳିଗଲା ବାଇକ୍‌

କୋକସରା,୨।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମୋଟେର ଚାରବାହାଲ ଜାତୀୟ ରାଜପଥ ୨୬ ନିକଟରେ ଶଟ୍‌ ସର୍କିଟ ଯୋଗୁ ହୁତୁହୁତୁ ହୋଇ ଜଳିଗଲା ବାଇକ୍‌। ପ୍ରକାଶ ଯେ, ବଜାଜ ଶୋ ରୁମକୁ ବାଇକ୍‌ ସର୍ଭିସିଂ କରିବାକୁ ଆଣିଥିଲେ। ହେଲେ କୌଣସି କାରଣ ବଶତଃ ଶଟ୍‌ ସର୍କିଟ ହୋଇ ବାଇକ୍‌ ଜଳିଯାଇଛି। ନିଆଁ ଲିଭାଇବାକୁ ଶୋ’ ରୁମର କର୍ମଚାରୀମାନେ ଚେଷ୍ଟା କରିଥଲେ ମଧ୍ୟ ନିଆଁକୁ ଆୟତ୍ତ କରିପାରି ନ ଥିଲେ। ଘଟଣା ସମ୍ପର୍କରେ କୋକସରା ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଖବର ଦେବାପରେ ଅଗ୍ନିଶମ ଓଆଇସି ପ୍ରଶାନ୍ତ କୁମାର ବାଘଙ୍କ ନେତୃତ୍ୱରେ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି। ତେବେ ବାଇକଟି ଘନଶ୍ୟାମ ମାଝୀଙ୍କର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଳିଆଗଦାରେ ପଡ଼ିଥିଲା ନବଜାତ ଶିଶୁକନ୍ୟା, କାନ୍ଦ ଶବ୍ଦ ଶୁଣି…

କୋକସରା/ଜୟପାଟଣା/କଲମପୁର,୨ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍‌ପ୍ରକାଶ ବୈଠାରୁ/ଗଣେଶ ରାମ ବାଗ୍‌): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଭୁର୍ସିଗୁ୍‌ଡ଼ା ଗାଁରେ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗାଁର...

ଆର୍‌ଆଇ, ଅମିନ ପରୀକ୍ଷା ସେଣ୍ଟର ମାଲିକଙ୍କୁ ଉଠାଇ ନେଲା ପୋଲିସ, ଜାଣନ୍ତୁ କାହିଁକି

କଣ୍ଟାମାଳ/ମନମୁଣ୍ଡା,୨।୧୦(ଆଦିତେଶ୍ୱର ମିଶ୍ର /ବେଣୁଧର ପଧାନ): ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆୟୋଜିତ ଆର୍‌ଆଇ, ଅମିନ ପରୀକ୍ଷାରେ ବାରମ୍ବାର ଅନିୟମିତତାର ଅଭିଯୋଗ ଆସୁଛି। ବୁଧବାର...

ବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲ

ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ବିଜେଡି ନେତା ତଥା ଅନ୍ତର୍ଜାତୀୟ କବି ଡ. ଭବାନୀ ଶଙ୍କର ନିଆଲ ବୁଧବାର ବିଜେଡି...

ନିଜ ଜୀବନକୁ ବାଜି ଲଗାଇ ବୁଡ଼ି ଯାଉଥିବା ଯୁବକଙ୍କୁ ପାଣିରୁ ଉଦ୍ଧାର କଲେ ଶିକ୍ଷକ

କୋରୁକୋଣ୍ଡା,୨ା୧୦(ଶିବଦତ୍ତ ସାହୁ): ଗଭୀର ଜଳରେ ବୁଡ଼ିଯାଉଥିବା ଜଣେ ଯୁବକଙ୍କୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି ଜଣେ ଶିକ୍ଷକ। ଉଦ୍ଧାର ହୋଇଥିବା ଯୁବକ ହେଲେ କୋରୁକୋଣ୍ଡା...

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…

ଦିଗପହଣ୍ଡି,୨ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ରଞ୍ଜିତା ପଣ୍ଡା ନାମ୍ନୀ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଜୟଚନ୍ଦ୍ର...

ଭିଡିଓ କନ୍‌ଫରେନ୍ସିଂରେ ଏକଲବ୍ୟ ମଡେଲ ସ୍କୁଲ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ପାଟଣା,୨ା୧୦: କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ...

ବସ୍‌ ସହ କାଠ ବୋଝେଇ ଟ୍ରକ୍‌ର ମୁହାଁମୁହିଁ ଧକ୍କା: ୨୭ ଯାତ୍ରୀ ଆହତ, ଡ୍ରାଇଭର ସଙ୍କଟାପନ୍ନ

ଲକ୍ଷ୍ମୀପୁର,୨ା୧୦: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୁମୁରିପଦର ଛକ ରେଲଓ୍ବେ ଓଭରବ୍ରିଜ୍‌ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର...

ମହାଳୟାରେ ବଜ୍ର ମହାକାଳୀଙ୍କୁ ପୂଜାର୍ଚ୍ଚନା କଲେ ମହିଳା

ଦାରିଙ୍ଗବାଡି,୨।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବୁଧବାର ମହାଳୟା ଅବସରରେ ବଜ୍ର ମହାକାଳୀଙ୍କ ପୂଜାର୍ଚନା କରାଯାଇଛି । ଦିନ ତମାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri